ଉପଦେଶକ 3:18 - ଓଡିଆ ବାଇବେଲ18 ମୁଁ ମନେ ମନେ କହିଲି, “ପରମେଶ୍ୱର ଯେପରି ମନୁଷ୍ୟ ସନ୍ତାନମାନଙ୍କୁ ପରୀକ୍ଷା କରିବେ ଓ ସେମାନେ ନିଜେ ଯେ କେବଳ ପଶୁ ତୁଲ୍ୟ, ଏହା ଯେପରି ସେମାନେ ଦେଖିବେ, ଏଥିପାଇଁ ସେମାନଙ୍କ ସକାଶୁ ଏହା ହେଉଅଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)18 ମୁଁ ମନେ ମନେ କହିଲି, ପରମେଶ୍ଵର ଯେପରି ମନୁଷ୍ୟ-ସନ୍ତାନମାନଙ୍କୁ ପରୀକ୍ଷା କରିବେ ଓ ସେମାନେ ନିଜେ ଯେ କେବଳ ପଶୁ ତୁଲ୍ୟ, ଏହା ଯେପରି ସେମାନେ ଦେଖିବେ, ଏଥିପାଇଁ ସେମାନଙ୍କ ସକାଶୁ ଏହା ହେଉଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ମୁଁ ମନେ ମନେ କହିଲି, “ପରମେଶ୍ୱର ଯେପରି ମନୁଷ୍ୟ ସନ୍ତାନମାନଙ୍କୁ ପରୀକ୍ଷା କରିବେ ଓ ସେମାନେ ନିଜେ ଯେ କେବଳ ପଶୁ ତୁଲ୍ୟ, ଏହା ଯେପରି ସେମାନେ ଦେଖିବେ, ଏଥିପାଇଁ ସେମାନଙ୍କ ସକାଶୁ ଏହା ହେଉଅଛି।” Viz kapitolaପବିତ୍ର ବାଇବଲ18 ମୁଁ ନିଜେ ମନେ ମନେ ଲୋକମାନଙ୍କ ବିଷୟରେ ଭାବିଲି, ମୁଁ ନିଜକୁ ନିଜେ ଚିନ୍ତା କଲି, “ପରମେଶ୍ୱର ସେମାନଙ୍କୁ ଦେଖାଇ ଦେବାକୁ ଗ୍ଭହାନ୍ତି ଯେ, ସେମାନେ ପଶୁ ତୁଲ୍ୟ। Viz kapitola |