ଉପଦେଶକ 4:15 - ଓଡିଆ ବାଇବେଲ15 ମୁଁ ସୂର୍ଯ୍ୟ ତଳେ ଗମନକାରୀ ସମସ୍ତ ପ୍ରାଣୀକୁ ଦେଖିଲି ଯେ, ସେମାନେ ସେହି ଯୁବାର, ଯେଉଁ ଦ୍ୱିତୀୟ ବ୍ୟକ୍ତି ଏହାର ସ୍ଥାନରେ ଉଠିଲା, ତାହାର ସଙ୍ଗୀ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ମୁଁ ସୂର୍ଯ୍ୟ ତଳେ ଗମନକାରୀ ସମସ୍ତ ପ୍ରାଣୀଙ୍କି ଦେଖିଲି ଯେ, ସେମାନେ ସେହି ଯୁବାର, ଯେଉଁ ଦ୍ଵିତୀୟ ବ୍ୟକ୍ତି ଏହାର ସ୍ଥାନରେ ଉଠିଲା, ତାହାର ସଙ୍ଗୀ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ମୁଁ ସୂର୍ଯ୍ୟ ତଳେ ଗମନକାରୀ ସମସ୍ତ ପ୍ରାଣୀକୁ ଦେଖିଲି ଯେ, ସେମାନେ ସେହି ଯୁବାର, ଯେଉଁ ଦ୍ୱିତୀୟ ବ୍ୟକ୍ତି ଏହାର ସ୍ଥାନରେ ଉଠିଲା, ତାହାର ସଙ୍ଗୀ। Viz kapitolaପବିତ୍ର ବାଇବଲ15 ମୁଁ ଦେଖି ପାରୁଛି ଯେ, ପୃଥିବୀରେ ସୂର୍ଯ୍ୟତଳେ ଯେଉଁ ସମସ୍ତ ଲୋକମାନେ ବାସ କରୁଛନ୍ତି ଓ ଯାତାୟାତ କରୁଛନ୍ତି, ସେମାନେ ପରବର୍ତ୍ତୀ ଯୁବକକୁ ଅନୁସରଣ କଲେ, ଯିଏ କି ତା'ର ସାଙ୍ଗ, ତାଙ୍କର ସ୍ଥାନ ନେବେ। Viz kapitola |