ଉପଦେଶକ 5:1 - ଓଡିଆ ବାଇବେଲ1 ତୁମ୍ଭେ ପରମେଶ୍ୱରଙ୍କ ଗୃହକୁ ଯିବା ବେଳେ ସାବଧାନରେ ଆପଣା ଚରଣ ରଖ; କାରଣ ମୂର୍ଖମାନଙ୍କର ବଳି ଉତ୍ସର୍ଗ କରିବା ଅପେକ୍ଷା ଶ୍ରବଣାର୍ଥେ ନିକଟବର୍ତ୍ତୀ ହେବାର ଉତ୍ତମ; ଯେଣୁ ସେମାନେ ମନ୍ଦ କର୍ମ କରନ୍ତି ବୋଲି ଜାଣନ୍ତି ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ତୁମ୍ଭେ ପରମେଶ୍ଵରଙ୍କ ଗୃହକୁ ଯିବା ବେଳେ ସାବଧାନରେ ଆପଣା ଚରଣ ରଖ; କାରଣ ମୂର୍ଖମାନଙ୍କର ବଳିଣଉତ୍ସର୍ଗ କରିବା ଅପେକ୍ଷା ଶ୍ରବଣାର୍ଥେ ନିକଟବର୍ତ୍ତୀ ହେବାର ଉତ୍ତମ; ଯେଣୁ ସେମାନେ ମନ୍ଦ କର୍ମ କରନ୍ତି ବୋଲି ଜାଣନ୍ତି ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ତୁମ୍ଭେ ପରମେଶ୍ୱରଙ୍କ ଗୃହକୁ ଯିବା ବେଳେ ସାବଧାନରେ ଆପଣା ଚରଣ ରଖ; କାରଣ ମୂର୍ଖମାନଙ୍କର ବଳି ଉତ୍ସର୍ଗ କରିବା ଅପେକ୍ଷା ଶ୍ରବଣାର୍ଥେ ନିକଟବର୍ତ୍ତୀ ହେବାର ଉତ୍ତମ; ଯେଣୁ ସେମାନେ ମନ୍ଦ କର୍ମ କରନ୍ତି ବୋଲି ଜାଣନ୍ତି ନାହିଁ। Viz kapitolaପବିତ୍ର ବାଇବଲ1 ଯେତେବେଳେ ତୁମ୍ଭେମାନେ ପରମେଶ୍ୱରଙ୍କୁ ଉପାସନା କରିବାକୁ ଯାଅ, ବହୁତ ସାବଧାନ ହୁଅ। ମୂର୍ଖମାନଙ୍କ ପରି ବଳିଦେବା ଅପେକ୍ଷା ପରମେଶ୍ୱରଙ୍କୁ ମାନିବା ଅଧିକ ଉତ୍ତମ। ମୂର୍ଖମାନେ ଜାଣନ୍ତି ମଧ୍ୟ ନାହିଁ, ଯେତେବେଳେ ସେମାନେ ମନ୍ଦକର୍ମ କରନ୍ତି। Viz kapitola |