ଉପଦେଶକ 5:10 - ଓଡିଆ ବାଇବେଲ10 ଯେଉଁ ଲୋକ ରୂପା ଭଲ ପାଏ, ସେ ରୂପାରେ ତୃପ୍ତ ହେବ ନାହିଁ; କିଅବା ଯେଉଁ ଲୋକ ପ୍ରଚୁରତା ଭଲ ପାଏ, ସେ ଆୟବୃଦ୍ଧିରେ ତୃପ୍ତ ହେବ ନାହିଁ; ଏହା ହିଁ ଅସାର। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଯେଉଁ ଲୋକ ରୂପା ଭଲ ପାଏ, ସେ ରୂପାରେ ତୃପ୍ତ ହେବ ନାହିଁ; କିଅବା ଯେଉଁ ଲୋକ ପ୍ରଚୁରତା ଭଲ ପାଏ, ସେ ଆୟବୃଦ୍ଧିରେ ତୃପ୍ତ ହେବ ନାହିଁ; ଏହା ହିଁ ଅସାର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଯେଉଁ ଲୋକ ରୂପା ଭଲ ପାଏ, ସେ ରୂପାରେ ତୃପ୍ତ ହେବ ନାହିଁ; କିଅବା ଯେଉଁ ଲୋକ ପ୍ରଚୁରତା ଭଲ ପାଏ, ସେ ଆୟବୃଦ୍ଧିରେ ତୃପ୍ତ ହେବ ନାହିଁ; ଏହା ହିଁ ଅସାର। Viz kapitolaପବିତ୍ର ବାଇବଲ10 ସମ୍ପତ୍ତି ସୁଖ କିଣିପାରେ ନାହିଁ। ଯେଉଁ ଲୋକ ଟଙ୍କାକୁ ଭଲପାଏ ସେ କେବେ ତା'ର ନିକଟରେ ଥିବା ଟଙ୍କାରେ ସନ୍ତୁଷ୍ଟ ହେବ ନାହିଁ। ଯେଉଁ ଲୋକ ସମ୍ପତ୍ତିକୁ ଭଲ ପାଏ। ସେ ଯେତେ ସମ୍ପତ୍ତିର ଅଧିକାରୀ ହେଲେ ମଧ୍ୟ ସେ ସନ୍ତୁଷ୍ଟ ହେବ ନାହିଁ, ଏହା ମଧ୍ୟ ଅସାର ଅଟେ। Viz kapitola |