ଉପଦେଶକ 5:8 - ଓଡିଆ ବାଇବେଲ8 ଯେବେ ତୁମ୍ଭେ କୌଣସି ପ୍ରଦେଶରେ ଦରିଦ୍ର ପ୍ରତି ଉପଦ୍ରବ, ଅତ୍ୟାଚାରପୂର୍ବକ ବିଚାର ଓ ନ୍ୟାୟ ଅନ୍ୟଥା ହେବାର ଦେଖ, ତେବେ ସେ ବିଷୟରେ ଚମତ୍କୃତ ହୁଅ ନାହିଁ; କାରଣ ଉଚ୍ଚ ଅପେକ୍ଷା ଜଣେ ଉଚ୍ଚତର ଦେଖନ୍ତି; ପୁଣି, ସେମାନଙ୍କ ଅପେକ୍ଷା ଉଚ୍ଚତର ଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଯେବେ ତୁମ୍ଭେ କୌଣସି ପ୍ରଦେଶରେ ଦରିଦ୍ର ପ୍ରତି ଉପଦ୍ରବ, ଅତ୍ୟାଚାରପୂର୍ବକ ବିଚାର ଓ ନ୍ୟାୟ ଅନ୍ୟଥା ହେବାର ଦେଖ, ତେବେ ସେ ବିଷୟରେ ଚମତ୍କୃତ ହୁଅ ନାହିଁ; କାରଣ ଉଚ୍ଚ ଅପେକ୍ଷା ଜଣେ ଉଚ୍ଚତର ଦେଖନ୍ତି; ପୁଣି, ସେମାନଙ୍କ ଅପେକ୍ଷା ଉଚ୍ଚତର ଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଯେବେ ତୁମ୍ଭେ କୌଣସି ପ୍ରଦେଶରେ ଦରିଦ୍ର ପ୍ରତି ଉପଦ୍ରବ, ଅତ୍ୟାଚାରପୂର୍ବକ ବିଚାର ଓ ନ୍ୟାୟ ଅନ୍ୟଥା ହେବାର ଦେଖ, ତେବେ ସେ ବିଷୟରେ ଚମତ୍କୃତ ହୁଅ ନାହିଁ; କାରଣ ଉଚ୍ଚ ଅପେକ୍ଷା ଜଣେ ଉଚ୍ଚତର ଦେଖନ୍ତି; ପୁଣି, ସେମାନଙ୍କ ଅପେକ୍ଷା ଉଚ୍ଚତର ଅଛନ୍ତି। Viz kapitolaପବିତ୍ର ବାଇବଲ8 କେତେକ ଦେଶରେ ଯଦି ତୁମ୍ଭେମାନେ ଦେଖ ଯେ, ଲୋକମାନେ ଅତ୍ୟାଗ୍ଭର କଲେ ଓ ନ୍ୟାୟ ବିଗ୍ଭରକୁ ଅସ୍ୱୀକାର କଲେ, ଏଥିରେ ଆଶ୍ଚର୍ଯ୍ୟ ହୁଅ ନାହିଁ! ଅଧିକାରୀଗଣ ଯେଉଁମାନେ ଲୋକମାନଙ୍କୁ ଅତ୍ୟାଗ୍ଭର କରନ୍ତି, ସେମାନଙ୍କ ଉପରେ ଅନ୍ୟ ଅଧିକାରୀଗଣ ଅଛନ୍ତି। ଉଭୟ ଅଧିକାରୀଙ୍କ ଉପରେ ଅନ୍ୟଜଣେ ଅଧିକାରୀ ଅଛନ୍ତି। Viz kapitola |