ଉପଦେଶକ 6:5 - ଓଡିଆ ବାଇବେଲ5 ଆହୁରି, ଏହି ଶିଶୁ ସୂର୍ଯ୍ୟ ଦେଖି ନାହିଁ କି ଜାଣି ନାହିଁ; ତଥାପି ଏହି ମୃତ ଜାତ ଶିଶୁ ସେ ଲୋକ ଅପେକ୍ଷା ଅଧିକ ବିଶ୍ରାମ ପାଏ; Viz kapitolaପବିତ୍ର ବାଇବଲ (Re-edited) - (BSI)5 ଆହୁରି, ତାହା ସୂର୍ଯ୍ୟ ଦେଖି ନାହିଁ କି ଜାଣି ନାହିଁ; ସେ ଲୋକ ଅପେକ୍ଷା ବରଞ୍ଚ ଏ ବିଶ୍ରାମ ପାଏ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆହୁରି, ଏହି ଶିଶୁ ସୂର୍ଯ୍ୟ ଦେଖି ନାହିଁ କି ଜାଣି ନାହିଁ; ତଥାପି ଏହି ମୃତ ଜାତ ଶିଶୁ ସେ ଲୋକ ଅପେକ୍ଷା ଅଧିକ ବିଶ୍ରାମ ପାଏ; Viz kapitolaପବିତ୍ର ବାଇବଲ5 ସେ ସୂର୍ଯ୍ୟ ଦେଖି ନାହିଁ କି ସେ ବିଷୟରେ ଜାଣି ନାହିଁ। ସେ ଲୋକ ଅପେକ୍ଷା ବରଂ ଏ ଶିଶୁଟି ଅଧିକ ବିଶ୍ରାମ ପାଏ। Viz kapitola |