Online Bible

- Reklamy -




ଉପଦେଶକ 7:18 - ଓଡିଆ ବାଇବେଲ

18 ଏହା ଧରି ରଖିବାର, ମଧ୍ୟ ତାହାଠାରୁ ହସ୍ତ କାଢ଼ି ନ ନେବାର ତୁମ୍ଭର ଉତ୍ତମ; କାରଣ ଯେ ପରମେଶ୍ୱରଙ୍କୁ ଭୟ କରେ, ସେ ଏହିସବୁରୁ ଉତ୍ତୀର୍ଣ୍ଣ ହେବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ଏହା ଧରି ରଖିବାର, ମଧ୍ୟ ତାହାଠାରୁ ହସ୍ତ କାଢ଼ି ନ ନେବାର ତୁମ୍ଭର ଉତ୍ତମ; କାରଣ ଯେ ପରମେଶ୍ଵରଙ୍କୁ ଭୟ କରେ, ସେ ଏସବୁରୁ ଉତ୍ତୀର୍ଣ୍ଣ ହେବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଏହା ଧରି ରଖିବାର, ମଧ୍ୟ ତାହାଠାରୁ ହସ୍ତ କାଢ଼ି ନ ନେବାର ତୁମ୍ଭର ଉତ୍ତମ; କାରଣ ଯେ ପରମେଶ୍ୱରଙ୍କୁ ଭୟ କରେ, ସେ ଏହିସବୁରୁ ଉତ୍ତୀର୍ଣ୍ଣ ହେବ।

Viz kapitola kopírovat

ପବିତ୍ର ବାଇବଲ

18 ହସ୍ତ କାଢ଼ି ନ ନେଇ ତାକୁ ଧରି ରଖିବାରେ ତୁମ୍ଭର ମଙ୍ଗଳ। କାରଣ ଯେ ପରମେଶ୍ୱରଙ୍କୁ ସମ୍ମାନ କରେ, ସେ ଉଭୟ କରେ।

Viz kapitola kopírovat




ଉପଦେଶକ 7:18

Následuj nás:

Reklamy


Reklamy