ଉପଦେଶକ 8:12 - ଓଡିଆ ବାଇବେଲ12 ଯଦ୍ୟପି ପାପୀ ଶହେ ଥର ଦୁଷ୍କର୍ମ କରି ଦୀର୍ଘଜୀବୀ ହୁଏ, ତଥାପି ମୁଁ ନିଶ୍ଚୟ ଜାଣେ ଯେ, ପରମେଶ୍ୱରଙ୍କ ଭୟକାରୀମାନେ ତାହାଙ୍କ ଛାମୁରେ ଭୀତ ହୁଅନ୍ତି ବୋଲି ସେମାନଙ୍କର ମଙ୍ଗଳ ହେବ; Viz kapitolaପବିତ୍ର ବାଇବଲ (Re-edited) - (BSI)12 ଯଦ୍ୟପି ପାପୀ ଶତବାର ଦୁଷ୍କର୍ମ କରି ଦୀର୍ଘଜୀବୀ ହୁଏ, ତଥାପି ମୁଁ ନିଶ୍ଚୟ ଜାଣେ ଯେ, ପରମେଶ୍ଵରଙ୍କ ଭୟକାରୀମାନେ ତାହାଙ୍କ ଛାମୁରେ ଭୀତ ହୁଅନ୍ତି ବୋଲି ସେମାନଙ୍କର ମଙ୍ଗଳ ହେବ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଯଦ୍ୟପି ପାପୀ ଶହେ ଥର ଦୁଷ୍କର୍ମ କରି ଦୀର୍ଘଜୀବୀ ହୁଏ, ତଥାପି ମୁଁ ନିଶ୍ଚୟ ଜାଣେ ଯେ, ପରମେଶ୍ୱରଙ୍କ ଭୟକାରୀମାନେ ତାହାଙ୍କ ଛାମୁରେ ଭୀତ ହୁଅନ୍ତି ବୋଲି ସେମାନଙ୍କର ମଙ୍ଗଳ ହେବ; Viz kapitolaପବିତ୍ର ବାଇବଲ12 ଯଦିଓ ପାପୀ ଶତବାର ଦୁଷ୍କର୍ମ କରେ, ସେ ଦୀର୍ଘଦିନ ବଞ୍ଚେ। ତଥାପି ମୁଁ ନିଶ୍ଚୟ ସେମାନଙ୍କୁ ଜାଣେ ଯେଉଁମାନେ ପରମେଶ୍ୱରଙ୍କୁ ସମ୍ମାନ କରନ୍ତି। ନିଶ୍ଚିତରେ ସେମାନେ ଉନ୍ନତି କରିବେ। Viz kapitola |