ଏଫିସୀୟ 1:14 - ଓଡିଆ ବାଇବେଲ14 ଈଶ୍ୱରଙ୍କ ଗୌରବର ପ୍ରଶଂସା ନିମନ୍ତେ ତାହାଙ୍କ ନିଜସ୍ୱ ମୁକ୍ତି ଉଦ୍ଦେଶ୍ୟରେ ସେ ଆମ୍ଭମାନଙ୍କ ଅଧିକାରର ବଇନାସ୍ୱରୂପ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଈଶ୍ଵରଙ୍କ ଗୌରବର ପ୍ରଶଂସା ନିମନ୍ତେ ତାହାଙ୍କ ନିଜସ୍ଵର ମୁକ୍ତି ଉଦ୍ଦେଶ୍ୟରେ ସେ ଆମ୍ଭମାନଙ୍କ ଅଧିକାରର ବଇନା ସ୍ଵରୂପ। Viz kapitolaପବିତ୍ର ବାଇବଲ (CL) NT (BSI)14 ଈଶ୍ୱର ତାଙ୍କ ଲୋକମାନଙ୍କୁ ଯେଉଁସବୁ ବିଷୟ ଦେବା ପାଇଁ ପ୍ରତିଜ୍ଞା କରିଛନ୍ତି, ସେ ସବୁ ଯେ ଆମେ ପାଇବା, ପବିତ୍ର ଆତ୍ମା ତାହାର ଜାମିନଦାର ସ୍ୱରୂପ। ଈଶ୍ୱର ତାଙ୍କ ଲୋକମାନଙ୍କୁ ସ୍ୱାଧୀନତାର ପରିପୂର୍ଣ୍ଣତା ପ୍ରଦାନ କରିବେ, ଏହି ନିଶ୍ଚିତ ବୋଧ ପାଇ, ଆସ ଈଶ୍ୱରଙ୍କ ମହିମା କୀର୍ତ୍ତନ କରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଈଶ୍ବରଙ୍କ ଗୌରବର ପ୍ରଶଂସା ନିମନ୍ତେ ତାହାଙ୍କ ନିଜସ୍ୱ ମୁକ୍ତି ଉଦ୍ଦେଶ୍ୟରେ ସେ ଆମ୍ଭମାନଙ୍କ ଅଧିକାରର ବଇନାସ୍ୱରୂପ। Viz kapitolaପବିତ୍ର ବାଇବଲ14 ପରମେଶ୍ୱର ନିଜ ଲୋକଙ୍କୁ ଯେସମସ୍ତ ବିଷୟ ଦେବା ନିମନ୍ତେ ପ୍ରତିଶୃତି ଦେଇଛନ୍ତି, ତାହା ଯେ ଆମ୍ଭେମାନେ ନିଶ୍ଚିତ ରୂପେ ପାଇବା, ଏଥିପାଇଁ ପବିତ୍ରଆତ୍ମା ହେଉଛନ୍ତି ପରମେଶ୍ୱରଙ୍କ ନିର୍ଭରଯୁକ୍ତ ପ୍ରତିଶୃତି। ଯେଉଁମାନେ ପରମେଶ୍ୱରଙ୍କର ଲୋକ ଅଟନ୍ତି, ସେମାନଙ୍କ ନିମନ୍ତେ ଏହା ପୂର୍ଣ୍ଣ ସ୍ୱାଧୀନତା ଆଣିଦେବ। ଏହାର ଉଦ୍ଦେଶ୍ୟ ପରମେଶ୍ୱରଙ୍କ ମହିମାର ପ୍ରଶଂସା ହେବ। Viz kapitola |