ଏଫିସୀୟ 1:17 - ଓଡିଆ ବାଇବେଲ17 ଯେପରି ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଈଶ୍ୱର, ଗୌରବମୟ ପିତା, ତାହାଙ୍କ ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜ୍ଞାନ ଓ ପ୍ରତ୍ୟାଦେଶର ଆତ୍ମା ପ୍ରଦାନ କରନ୍ତି; Viz kapitolaପବିତ୍ର ବାଇବଲ (Re-edited) - (BSI)17 ଯେପରି ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଈଶ୍ଵର, ଗୌରବମୟ ପିତା, ତାହାଙ୍କ ସମ୍ଵନ୍ଧୀୟ ସମ୍ପୂର୍ଣ୍ଣ ଜ୍ଞାନ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ଜ୍ଞାନ ଓ ପ୍ରତ୍ୟାଦେଶର ଆତ୍ମା ପ୍ରଦାନ କରନ୍ତି; Viz kapitolaପବିତ୍ର ବାଇବଲ (CL) NT (BSI)17 ମୁଁ ମୋର ପ୍ରାର୍ଥନାରେ ତୁମ୍ଭମାନଙ୍କୁ ସ୍ମରଣ କରେ ଓ ଗୌରବମୟ ପିତା, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ୱରଙ୍କୁ ପ୍ରାର୍ଥନା କରେ, ଯେପରି ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ପ୍ରଦାନ କରିବେ। ସେହି ଆତ୍ମା ତୁମ୍ଭମାନଙ୍କୁ ଜ୍ଞାନବାନ କରିବେ ଓ ଈଶ୍ୱରଙ୍କୁ ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରିବେ। ତାହାହେଲେ, ତୁମ୍ଭେମାନେ ତାଙ୍କୁ ଜାଣିପାରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଯେପରି ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଈଶ୍ବର, ଗୌରବମୟ ପିତା, ତାହାଙ୍କ ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜ୍ଞାନ ଓ ପ୍ରତ୍ୟାଦେଶର ଆତ୍ମା ପ୍ରଦାନ କରନ୍ତି; Viz kapitolaପବିତ୍ର ବାଇବଲ17 ମୁଁ ମହିମାମୟ ପିତା, ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପରମେଶ୍ୱରଙ୍କୁ ସବୁବେଳେ ପ୍ରାର୍ଥନା କରେ ଯେ, ସେ ତୁମ୍ଭକୁ ବିଜ୍ଞତାର ଆତ୍ମା ପ୍ରଦାନ କରନ୍ତୁ। ସେହି ଜ୍ଞାନ ତୁମ୍ଭମାନଙ୍କ ପାଇଁ ପରମେଶ୍ୱର ବିଷୟକ ସମସ୍ତ ତଥ୍ୟକୁ ସ୍ପଷ୍ଟ କରିଦେବ, ଯାହା ଫଳରେ ତୁମ୍ଭେମାନେ ତାହାଙ୍କୁ ପୂର୍ଣ୍ଣ ଭାବରେ ଜାଣି ପାରିବ। Viz kapitola |