ଏଫିସୀୟ 1:6 - ଓଡିଆ ବାଇବେଲ6 ଏହା ତାହାଙ୍କ ଅନୁଗ୍ରହର ଗୌରବର ପ୍ରଶଂସା ନିମନ୍ତେ ହୋଇଅଛି; ସେହି ଅନୁଗ୍ରହ ସେ ପ୍ରିୟତମଙ୍କ ଦ୍ୱାରା ଆମ୍ଭମାନଙ୍କୁ ଦାନ କରିଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଏହା ତାହାଙ୍କ ଅନୁଗ୍ରହର ଗୌରବର ପ୍ରଶଂସା ନିମନ୍ତେ ହୋଇଅଛି; ସେହି ଅନୁଗ୍ରହ ସେ ପ୍ରିୟତମଙ୍କ ଦ୍ଵାରା ଆମ୍ଭମାନଙ୍କୁ ଦାନ କରିଅଛନ୍ତି। Viz kapitolaପବିତ୍ର ବାଇବଲ (CL) NT (BSI)6 ଈଶ୍ୱରଙ୍କ ଅପୂର୍ବ ଅନୁଗ୍ରହ ନିମନ୍ତେ ଓ ତାଙ୍କ ପ୍ରିୟ ପୁତ୍ରଙ୍କୁ ବିନା ମୂଲ୍ୟରେ ଦାନ ସ୍ୱରୂପେ ପାଇଥିବା ହେତୁ, ଆମେ ଈଶ୍ୱରଙ୍କ ଧନ୍ୟବାଦ କରୁଛୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏହା ତାହାଙ୍କ ଅନୁଗ୍ରହର ଗୌରବର ପ୍ରଶଂସା ନିମନ୍ତେ ହୋଇଅଛି; ସେହି ଅନୁଗ୍ରହ ସେ ପ୍ରିୟତମଙ୍କ ଦ୍ୱାରା ଆମ୍ଭମାନଙ୍କୁ ଦାନ କରିଅଛନ୍ତି। Viz kapitolaପବିତ୍ର ବାଇବଲ6 ପରମେଶ୍ୱରଙ୍କ ଆଶ୍ଚର୍ଯ୍ୟଜନକ ଅନୁଗ୍ରହ ସକାଶେ ତାହାଙ୍କର ପ୍ରଶଂସା ହୁଏ। ଯାହାଙ୍କୁ ପରମେଶ୍ୱର ପ୍ରେମ କରନ୍ତି, ସେହି ଖ୍ରୀଷ୍ଟଙ୍କ ଦ୍ୱାରା ସେ ଆମ୍ଭକୁ ସେହି ଅନୁଗ୍ରହ ମୁକ୍ତ ଭାବରେ ଦେଇଥା’ନ୍ତି। Viz kapitola |