ଏଫିସୀୟ 3:10 - ଓଡିଆ ବାଇବେଲ10 ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରେ ଈଶ୍ୱର ଯେଉଁ ଚିରନ୍ତନ ସଂକଳ୍ପ କରିଥିଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)10 ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରେ ଈଶ୍ଵର ଯେଉଁ ଚିରନ୍ତନ ସଂକଳ୍ପ କରିଥିଲେ, Viz kapitolaପବିତ୍ର ବାଇବଲ (CL) NT (BSI)10 ଯେପରି ବର୍ତ୍ତମାନ ସମୟରେ ଖ୍ରୀଷ୍ଟୀୟ ମଣ୍ଡଳୀର କାର୍ଯ୍ୟ ଦ୍ୱାରା ସ୍ୱର୍ଗୀୟ ଅଧିପତି ଓ ଶକ୍ତିମାନେ ଈଶ୍ୱରଙ୍କ ବହୁବିଧ ଜ୍ଞାନ ସମ୍ପର୍କରେ ସମୃକ୍ ବୁଝିପାରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରେ ଈଶ୍ବର ଯେଉଁ ଚିରନ୍ତନ ସଂକଳ୍ପ କରିଥିଲେ, Viz kapitolaପବିତ୍ର ବାଇବଲ10 ମଣ୍ଡଳୀ ଦ୍ୱାରା ପରମେଶ୍ୱରଙ୍କ ବହୁବିଧ ଜ୍ଞାନ, ସ୍ୱର୍ଗର କର୍ତ୍ତାପଣ ଓ ଅଧିକାର ପ୍ରାପ୍ତ ବ୍ୟକ୍ତିମାନଙ୍କୁ ବର୍ତ୍ତମାନ ଜଣାଇବା ପରମେଶ୍ୱରଙ୍କର ଉଦ୍ଦେଶ୍ୟ ଥିଲା। ସେମାନେ ମଣ୍ଡଳୀ ଯୋଗୁଁ ଏହା ଜାଣି ପାରିବେ। Viz kapitola |