ଏଫିସୀୟ 4:17 - ଓଡିଆ ବାଇବେଲ17 ଅତଏବ ମୁଁ ପ୍ରଭୁଙ୍କ ନାମରେ ବିଶେଷ ଅନୁରୋଧ କରି କହୁଅଛି, ଅବିଶ୍ୱାସୀମାନେ ଯେପରି ଆପଣା ଆପଣା ମନର ଅସାରତାରେ ଆଚରଣ କରନ୍ତି, ତୁମ୍ଭେମାନେ ସେହିପରି ଆଚରଣ କର ନାହିଁ; Viz kapitolaପବିତ୍ର ବାଇବଲ (Re-edited) - (BSI)17 ଅତଏବ, ମୁଁ ପ୍ରଭୁଙ୍କ ନାମରେ ବିଶେଷ ଅନୁରୋଧ କରି କହୁଅଛି, ବିଜାତିମାନେ ଯେପରି ଆପଣା ଆପଣା ମନର ଅସାରତାରେ ଆଚରଣ କରନ୍ତି, ତୁମ୍ଭେମାନେ ସେହିପରି ଆଚରଣ କର ନାହିଁ; Viz kapitolaପବିତ୍ର ବାଇବଲ (CL) NT (BSI)17 ତେଣୁ ପ୍ରଭୁଙ୍କ ନାମରେ ମୁଁ ତୁମ୍ଭମାନଙ୍କୁ ସତର୍କ କରି ଦେଉଛି। ବିଧର୍ମୀମାନଙ୍କ ପରି ଆଉ ଜୀବନ ଯାପନ କର ନାହିଁ। ସେମାନଙ୍କର ଚିନ୍ତା ଅସାର Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଅତଏବ ମୁଁ ପ୍ରଭୁଙ୍କ ନାମରେ ବିଶେଷ ଅନୁରୋଧ କରି କହୁଅଛି, ଅବିଶ୍ୱାସୀମାନେ ଯେପରି ଆପଣା ଆପଣା ମନର ଅସାରତାରେ ଆଚରଣ କରନ୍ତି, ତୁମ୍ଭେମାନେ ସେହିପରି ଆଚରଣ କର ନାହିଁ; Viz kapitolaପବିତ୍ର ବାଇବଲ17 ପ୍ରଭୁଙ୍କ ନାମରେ ମୁଁ ସତର୍କ କରି ଦେଉଛି ଯେ ଅବିଶ୍ୱାସୀ ଲୋକଙ୍କ ଭଳି ଜୀବନଯାପନ କର ନାହିଁ। ସେମାନଙ୍କ ବିଗ୍ଭରର କିଛି ମୂଲ୍ୟ ନାହିଁ। Viz kapitola |