ଏଫିସୀୟ 4:28 - ଓଡିଆ ବାଇବେଲ28 ବରଂ ଅଭାବଗ୍ରସ୍ତ ଲୋକକୁ ଦାନ କରିବା ନିମନ୍ତେ ଯେପରି ତାହା ପାଖରେ କିଛି ଥାଇ ପାରେ, ଏଥି ନିମନ୍ତେ ନିଜ ହାତରେ ଉତ୍ତମ କାର୍ଯ୍ୟ କରି ପରିଶ୍ରମ କରୁ । Viz kapitolaପବିତ୍ର ବାଇବଲ (Re-edited) - (BSI)28 ଚୋର ଆଉ ଚୋରି ନ କରୁ, ବରଞ୍ଚ ଅଭାବଗ୍ରସ୍ତ ଲୋକକୁ ଦାନ କରିବା ନିମନ୍ତେ ଯେପରି ତାହା ପାଖରେ କିଛି ଥାଇ ପାରେ, ଏଥିନିମନ୍ତେ ନିଜ ହାତରେ ଉତ୍ତମ କାର୍ଯ୍ୟ କରି ପରିଶ୍ରମ କରୁ। Viz kapitolaପବିତ୍ର ବାଇବଲ (CL) NT (BSI)28 ଚୋର ଆଉ ଚୋରି ନ କରୁ। ସଦୁପାୟରେ ନିଜର ଜୀବିକା ଉପାର୍ଜନ ପାଇଁ ଓ ଦରିଦ୍ରମାନଙ୍କୁ ସାହାଯ୍ୟ କରିବା ପାଇଁ ସେ କାମ କରୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ବରଂ ଅଭାବଗ୍ରସ୍ତ ଲୋକକୁ ଦାନ କରିବା ନିମନ୍ତେ ଯେପରି ତାହା ପାଖରେ କିଛି ଥାଇ ପାରେ, ଏଥିନିମନ୍ତେ ନିଜ ହାତରେ ଉତ୍ତମ କାର୍ଯ୍ୟ କରି ପରିଶ୍ରମ କରୁ। Viz kapitolaପବିତ୍ର ବାଇବଲ28 ଗ୍ଭେର ଗ୍ଭେରି କରିବା ବନ୍ଦ କରୁ। ସେ କାମ କରିବା ଆରମ୍ଭ କରୁ ଓ ନିଜ ହାତକୁ ଭଲ କାମରେ ଲଗାଉ। ତା'ହେଲେ ସେ ଗରିବ ଲୋକମାନଙ୍କୁ କିଛି ସାହାଯ୍ୟ କରି ପାରିବ। Viz kapitola |