ଏଫିସୀୟ 5:14 - ଓଡିଆ ବାଇବେଲ14 ଏଣୁ ଉକ୍ତ ଅଛି, ହେ ନିଦ୍ରିତ ଜାଗ, ମୃତମାନଙ୍କ ମଧ୍ୟରୁ ଉଠ, ପୁଣି, ଖ୍ରୀଷ୍ଟ ତୁମ୍ଭକୁ ଆଲୋକ ପ୍ରଦାନ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଏଣୁ ଉକ୍ତ ଅଛି, “ହେ ନିଦ୍ରିତ, ଜାଗ, ମୃତମାନଙ୍କ ମଧ୍ୟରୁ ଉଠ, ପୁଣି ଖ୍ରୀଷ୍ଟ ତୁମ୍ଭକୁ ଆଲୋକ ପ୍ରଦାନ କରିବେ।” Viz kapitolaପବିତ୍ର ବାଇବଲ (CL) NT (BSI)14 କାରଣ ଆଲୋକ ସମସ୍ତ ବିଷୟର ପ୍ରକାଶକ। ସେଥିପାଇଁ ଏହିପରି ଲେଖାଅଛି: “ହେ ନିଦ୍ରିତ, ଜାଗ୍ରତ ହୁଅ ଓ ମୃତମାନଙ୍କ ମଧ୍ୟରୁ ଉତ୍ôଥତ ହୁଅ! ଖ୍ରୀଷ୍ଟଙ୍କ ଆଲୋକରେ ଉଦ୍ଭାସିତ ହୁଅ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏଣୁ ପବିତ୍ର ଶାସ୍ତ୍ରରେ ଉକ୍ତ ଅଛି, “ହେ ନିଦ୍ରିତ ଜାଗ, ମୃତମାନଙ୍କ ମଧ୍ୟରୁ ଉଠ, ପୁଣି, ଖ୍ରୀଷ୍ଟ ତୁମ୍ଭକୁ ଆଲୋକ ପ୍ରଦାନ କରିବେ।” Viz kapitolaପବିତ୍ର ବାଇବଲ14 ଯାହା ସହଜରେ ପ୍ରକାଶିତ ହୁଏ, ତାହା ଆଲୋକ। ସେଥିପାଇଁ ଆମ୍ଭେ କହୁ: “ହେ! ଶୋଇଥିବା ଲୋକ, ଜାଗି ଉଠ ମୃତ୍ୟୁରୁ ଉଠି ଆସ, ଏବଂ ଖ୍ରୀଷ୍ଟ ତୁମ୍ଭକୁ ଆଲୋକିତ କରିବେ।” Viz kapitola |