ଏଫିସୀୟ 5:18 - ଓଡିଆ ବାଇବେଲ18 ଆଉ ଦ୍ରାକ୍ଷାରସରେ ମତ୍ତ ନ ହୁଅ, ସେଥିରୁ ତ ଅତ୍ୟାଚାର ଜନ୍ମେ, ମାତ୍ର ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା ପରସ୍ପରକୁ ଉତ୍ସାହ ଦିଅ, Viz kapitolaପବିତ୍ର ବାଇବଲ (Re-edited) - (BSI)18 ଆଉ ଦ୍ରାକ୍ଷାରସରେ ମତ୍ତ ନ ହୁଅ, ସେଥିରୁ ତ ଅତ୍ୟାଚାର ଜନ୍ମେ, ମାତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଗୀତ, Viz kapitolaପବିତ୍ର ବାଇବଲ (CL) NT (BSI)18 ମଦ୍ୟପାନରେ ମତ୍ତ ହୁଅ ନାହିଁ, କାରଣ ତାହା କେବଳ ତୁମର ସର୍ବନାଶ କରିବ, ମାତ୍ର ପବିତ୍ର ଆତ୍ମାରେ ପୂର୍ଣ୍ଣ ହୁଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଆଉ ଦ୍ରାକ୍ଷାରସରେ ମତ୍ତ ନ ହୁଅ, ସେଥିରୁ ତ ଅତ୍ୟାଚାର ଜନ୍ମେ, ମାତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା ପରସ୍ପରକୁ ଉତ୍ସାହ ଦିଅ, Viz kapitolaପବିତ୍ର ବାଇବଲ18 ମଦ ପିଇ ମାତାଲ ହୁଅ ନାହିଁ। କାରଣ ତାହା ଆତ୍ମିକ ଭାବେ ତୁମ୍ଭର ସମ୍ପୂର୍ଣ୍ଣ ବିନାଶ ଘଟାଇବ ବରଂ ଆତ୍ମାରେ ପରିପୂର୍ଣ୍ଣ ହୁଅ। Viz kapitola |