ଏଫିସୀୟ 6:2 - ଓଡିଆ ବାଇବେଲ2 କାରଣ ତାହା ଯଥାର୍ଥ । "ଆପଣା ପିତାମାତାଙ୍କୁ ସମାଦର କର, (ଏହା ପ୍ରତିଜ୍ଞାଯୁକ୍ତ ଗୋଟିଏ ପ୍ରଧାନ ଆଜ୍ଞା)," Viz kapitolaପବିତ୍ର ବାଇବଲ (Re-edited) - (BSI)2 କାରଣ ତାହା ଯଥାର୍ଥ। “ଆପଣା ପିତାମାତାଙ୍କୁ ସମାଦର କର, (ଏହା ପ୍ରତିଜ୍ଞାଯୁକ୍ତ ଗୋଟିଏ ପ୍ରଧାନ ଆଜ୍ଞା),” ଦ୍ଵି.ବି. ୫:୧୬ Viz kapitolaପବିତ୍ର ବାଇବଲ (CL) NT (BSI)2 “ତୁମର ପିତାମାତାଙ୍କୁ ସମାଦର କର।” କେବଳ ଏହି ଆଜ୍ଞାରେ ଗୋଟିଏ ପ୍ରତିଜ୍ଞା ଯୋଗ କରାଯାଇ କୁହାଯାଇଛି, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 କାରଣ ତାହା ଯଥାର୍ଥ। “ଆପଣା ପିତାମାତାଙ୍କୁ ସମାଦର କର, (ଏହା ପ୍ରତିଜ୍ଞାଯୁକ୍ତ ଗୋଟିଏ ପ୍ରଧାନ ଆଜ୍ଞା),” Viz kapitolaପବିତ୍ର ବାଇବଲ2 କାରଣ ଦଶ ଆଜ୍ଞା ମଧ୍ୟରୁ ଗୋଟିଏ ଆଜ୍ଞା ହେଉଛି, “ତୁମ୍ଭେ ଆପଣା ପିତାମାତାଙ୍କୁ ସମ୍ମାନ କର।’ ଏହି ଆଜ୍ଞାଟି ସହିତ ଏକ ପ୍ରତିଜ୍ଞା ମଧ୍ୟ ସଂଯୁକ୍ତ। Viz kapitola |