ଏଷ୍ଟର 2:17 - ଓଡିଆ ବାଇବେଲ17 ତହିଁରେ ରାଜା ଅନ୍ୟ ସକଳ ସ୍ତ୍ରୀଠାରୁ ଏଷ୍ଟରଙ୍କୁ ଅଧିକ ପ୍ରେମ କଲେ, ପୁଣି ଅନ୍ୟ ସକଳ ଯୁବତୀଠାରୁ ସେ ରାଜାଙ୍କ ଦୃଷ୍ଟିରେ ଅଧିକ ଅନୁଗ୍ରହ ଓ ଦୟା ପାଇଲା; ଏଣୁ ସେ ତାହାର ମସ୍ତକରେ ରାଜମୁକୁଟ ଦେଇ ବଷ୍ଟୀ ବଦଳେ ତାକୁ ରାଣୀ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ତହିଁରେ ରାଜା ଅନ୍ୟ ସକଳ ସ୍ତ୍ରୀଠାରୁ ଏଷ୍ଟରକୁ ଅଧିକ ପ୍ରେମ କଲା, ପୁଣି ଅନ୍ୟ ସକଳ ଯୁବତୀଠାରୁ ସେ ରାଜାର ଦୃଷ୍ଟିରେ ଅଧିକ ଅନୁଗ୍ରହ ଓ ଦୟା ପାଇଲା; ଏଣୁ ସେ ତାହାର ମସ୍ତକରେ ରାଜମୁକୁଟ ଦେଇ ବଷ୍ଟୀ ବଦଳେ ତାକୁ ରାଣୀ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତହିଁରେ ରାଜା ଅନ୍ୟ ସକଳ ସ୍ତ୍ରୀଠାରୁ ଏଷ୍ଟରଙ୍କୁ ଅଧିକ ପ୍ରେମ କଲେ, ପୁଣି ଅନ୍ୟ ସକଳ ଯୁବତୀଠାରୁ ସେ ରାଜାଙ୍କ ଦୃଷ୍ଟିରେ ଅଧିକ ଅନୁଗ୍ରହ ଓ ଦୟା ପାଇଲା; ଏଣୁ ସେ ତାହାର ମସ୍ତକରେ ରାଜମୁକୁଟ ଦେଇ ବଷ୍ଟୀ ବଦଳେ ତାକୁ ରାଣୀ କଲେ। Viz kapitolaପବିତ୍ର ବାଇବଲ17 ତହିଁରେ ରାଜା ଅନ୍ୟସକଳ ସ୍ତ୍ରୀଠାରୁ ଏଷ୍ଟରକୁ ଅଧିକ ପ୍ରେମ କଲା ଏବଂ ଅନ୍ୟ ସମସ୍ତ ଯୁବତୀଠାରୁ ସେ ରାଜାର ଦୃଷ୍ଟିରେ ଅନୁଗ୍ରହ ଓ ଦୟା ପାଇଲା। ଏଣୁ ସେ ତାହାର ମସ୍ତକରେ ରାଜ ମୁକୁଟ ଦେଇ ବଷ୍ଟୀ ବଦଳରେ ତାହାକୁ ରାଣୀ କଲା। Viz kapitola |