ଏଷ୍ଟର 3:7 - ଓଡିଆ ବାଇବେଲ7 ଆଉ, ସେହି ବିଷୟରେ ଅକ୍ଷଶ୍ୱେରଶ ରାଜାଙ୍କ ରାଜତ୍ଵର ଦ୍ୱାଦଶ ବର୍ଷର ନୀସନ୍ ନାମକ ପ୍ରଥମ ମାସରେ ହାମନ୍ର ସାକ୍ଷାତରେ ଅଦର ନାମକ ଦ୍ୱାଦଶ ମାସ ପର୍ଯ୍ୟନ୍ତ (କ୍ରମାଗତ) ସେମାନେ ପ୍ରତି ଦିନ ଓ ପ୍ରତି ମାସ ପୂର, ଅର୍ଥାତ୍, ଗୁଲିବାଣ୍ଟ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଆଉ, ସେହି ବିଷୟରେ ଅକ୍ଷଶ୍ଵେରଶ ରାଜାର ଅଧିକାରର ଦ୍ଵାଦଶ ବର୍ଷର ନୀଷନ୍ ନାମକ ପ୍ରଥମ ମାସରେ ହାମନ୍ର ସାକ୍ଷାତରେ ଅଦର ନାମକ ଦ୍ଵାଦଶ ମାସ ପର୍ଯ୍ୟନ୍ତ (କ୍ରମାଗତ) ସେମାନେ ପ୍ରତି ଦିନ ଓ ପ୍ରତି ମାସ ପୂର, ଅର୍ଥାତ୍, ଗୁଲିବାଣ୍ଟ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆଉ, ସେହି ବିଷୟରେ ଅକ୍ଷଶ୍ୱେରଶ ରାଜାଙ୍କ ରାଜତ୍ଵର ଦ୍ୱାଦଶ ବର୍ଷର ନୀସନ୍ ନାମକ ପ୍ରଥମ ମାସରେ ହାମନ୍ର ସାକ୍ଷାତରେ ଅଦର ନାମକ ଦ୍ୱାଦଶ ମାସ ପର୍ଯ୍ୟନ୍ତ (କ୍ରମାଗତ) ସେମାନେ ପ୍ରତିଦିନ ଓ ପ୍ରତି ମାସ “ପୂର,” ଅର୍ଥାତ୍, ଗୁଲିବାଣ୍ଟ କଲେ। Viz kapitolaପବିତ୍ର ବାଇବଲ7 ରାଜା ଅକ୍ଷଶ୍ୱେରଶ ଦ୍ୱାଦଶ ବର୍ଷର ପ୍ରଥମ ମାସଟି, ଯାହାକି “ନୀଷନ୍” ବୋଲି ପରିଚିତ, ସେମାନେ ଆଖିବୁଜି ଦ୍ୱାଦଶ ମାସକୁ ମନୋନୀତ କଲେ, ଏହା ଅଦର ଯିହୁଦୀମାନଙ୍କୁ ଧ୍ୱଂସ କରିବା ବୋଲି ଜଣାଯାଏ। Viz kapitola |