ଏଷ୍ଟର 4:16 - ଓଡିଆ ବାଇବେଲ16 “ତୁମ୍ଭେ ଯାଇ ଶୂଶନ୍ରେ ଉପସ୍ଥିତ ସମସ୍ତ ଯିହୁଦୀୟ ଲୋକଙ୍କୁ ଏକତ୍ର କରି ମୋ’ ନିମନ୍ତେ ଉପବାସ କର, ପୁଣି ତିନି ଦିନ ଯାଏ ଦିନରେ କିଅବା ରାତ୍ରିରେ କିଛି ଭୋଜନ କର ନାହିଁ ଓ କିଛି ପାନ କର ନାହିଁ; ମଧ୍ୟ ମୁଁ ଓ ମୋହର ଦାସୀଗଣ ତଦ୍ରୂପ ଉପବାସ କରିବୁ; ତହୁଁ ବ୍ୟବସ୍ଥାନୁଯାୟୀ ନୋହିଲେ ହେଁ ମୁଁ ରାଜାଙ୍କ ନିକଟକୁ ଯିବି; ତହିଁରେ ମୁଁ ବିନଷ୍ଟ ହେଲେ ବିନଷ୍ଟ ହେବି।” Viz kapitolaପବିତ୍ର ବାଇବଲ (Re-edited) - (BSI)16 ତୁମ୍ଭେ ଯାଇ ଶୂଶନ୍ରେ ଉପସ୍ଥିତ ସମସ୍ତ ଯିହୁଦୀୟ ଲୋକଙ୍କୁ ଏକତ୍ର କରି ମୋʼ ଲାଗି ଉପବାସ କର, ପୁଣି ତିନି ଦିନ ଯାଏ ଦିନରେ କିବା ରାତ୍ରରେ କିଛି ଆହାର କର ନାହିଁ ଓ କିଛି ପାନ କର ନାହିଁ; ମଧ୍ୟ ମୁଁ ଓ ମୋହର ଦାସୀଗଣ ତଦ୍ରୂପ ଉପବାସ କରିବୁ; ତହୁଁ ବ୍ୟବସ୍ଥାନୁଯାୟୀ ନୋହିଲେ ହେଁ ମୁଁ ରାଜାଙ୍କ ନିକଟକୁ ଯିବି; ତହିଁରେ ମୁଁ ବିନଷ୍ଟ ହେଲେ ବିନଷ୍ଟ ହେବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 “ତୁମ୍ଭେ ଯାଇ ଶୂଶନ୍ରେ ଉପସ୍ଥିତ ସମସ୍ତ ଯିହୁଦୀୟ ଲୋକଙ୍କୁ ଏକତ୍ର କରି ମୋʼ ନିମନ୍ତେ ଉପବାସ କର, ପୁଣି ତିନି ଦିନ ଯାଏ ଦିନରେ କିଅବା ରାତ୍ରିରେ କିଛି ଭୋଜନ କର ନାହିଁ ଓ କିଛି ପାନ କର ନାହିଁ; ମଧ୍ୟ ମୁଁ ଓ ମୋହର ଦାସୀଗଣ ତଦ୍ରୂପ ଉପବାସ କରିବୁ; ତହୁଁ ବ୍ୟବସ୍ଥାନୁଯାୟୀ ନୋହିଲେ ହେଁ ମୁଁ ରାଜାଙ୍କ ନିକଟକୁ ଯିବି; ତହିଁରେ ମୁଁ ବିନଷ୍ଟ ହେଲେ ବିନଷ୍ଟ ହେବି।” Viz kapitola |