ଏଷ୍ଟର 5:3 - ଓଡିଆ ବାଇବେଲ3 ପୁଣି, ରାଜା ତାହାଙ୍କୁ ପଚାରିଲେ, “ଆଗୋ ଏଷ୍ଟର ରାଣୀ, ତୁମ୍ଭର କି ବାଞ୍ଛା ଓ କି ପ୍ରାର୍ଥନା ? ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ତାହା ତୁମ୍ଭକୁ ଦତ୍ତ ହେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)3 ପୁଣି, ରାଜା ତାହାକୁ ପଚାରିଲା, ଆଗୋ ଏଷ୍ଟର ରାଣୀ, ତୁମ୍ଭର କି ବାଞ୍ଛା? ଓ କି ପ୍ରାର୍ଥନା? ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ତାହା ତୁମ୍ଭକୁ ଦତ୍ତ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ରାଜା ତାହାଙ୍କୁ ପଚାରିଲେ, “ଆଗୋ ଏଷ୍ଟର ରାଣୀ, ତୁମ୍ଭର କି ବାଞ୍ଛା ଓ କି ପ୍ରାର୍ଥନା? ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ତାହା ତୁମ୍ଭକୁ ଦତ୍ତ ହେବ।” Viz kapitolaପବିତ୍ର ବାଇବଲ3 ରାଜା ତାଙ୍କୁ ପଗ୍ଭରିଲେ, “ରାଣୀ ଏଷ୍ଟର, ମୁଁ ତୁମ୍ଭ ପାଇଁ କ’ଣ କରିପାରେ? ତୁମ୍ଭର କ’ଣ ପ୍ରାର୍ଥନା ଅଛି? ମୋର ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ତାହା ତୁମ୍ଭକୁ ଦିଆଯିବ।” Viz kapitola |