ଏଷ୍ଟର 5:8 - ଓଡିଆ ବାଇବେଲ8 ମୁଁ ଯେବେ ମହାରାଜାଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ପୁଣି ମୋହର ନିବେଦନୀୟ ବିଷୟ ଦେବାକୁ ଓ ପ୍ରାର୍ଥନା ସିଦ୍ଧ କରିବାକୁ ଯେବେ ମହାରାଜ ତୁଷ୍ଟ ହୁଅନ୍ତି, ତେବେ ମୁଁ ଯେଉଁ ଭୋଜ ଆପଣମାନଙ୍କ ନିମନ୍ତେ ପ୍ରସ୍ତୁତ କରିବି, ତହିଁକି ମହାରାଜ ଓ ହାମନ୍ ଆସନ୍ତୁ, ମୁଁ କାଲି ମହାରାଜାଙ୍କ ଆଜ୍ଞାନୁସାରେ କହିବି।” Viz kapitolaପବିତ୍ର ବାଇବଲ (Re-edited) - (BSI)8 ମୁଁ ଯେବେ ମହାରାଜଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ପୁଣି ମୋହର ନିବେଦନୀୟ ବିଷୟ ଦେବାକୁ ଓ ପ୍ରାର୍ଥନା ସିଦ୍ଧ କରିବାକୁ ଯେବେ ମହାରାଜ ତୁଷ୍ଟ ହୁଅନ୍ତି, ତେବେ ମୁଁ ଯେଉଁ ଭୋଜ ଆପଣମାନଙ୍କ ନିମନ୍ତେ ପ୍ରସ୍ତୁତ କରିବି, ତହିଁକି ମହାରାଜ ଓ ହାମନ୍ ଆସନ୍ତୁ, ମୁଁ କାଲି ମହାରାଜଙ୍କ ଆଜ୍ଞାନୁସାରେ କହିବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମୁଁ ଯେବେ ମହାରାଜାଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ପୁଣି ମୋହର ନିବେଦନୀୟ ବିଷୟ ଦେବାକୁ ଓ ପ୍ରାର୍ଥନା ସିଦ୍ଧ କରିବାକୁ ଯେବେ ମହାରାଜ ତୁଷ୍ଟ ହୁଅନ୍ତି, ତେବେ ମୁଁ ଯେଉଁ ଭୋଜ ଆପଣମାନଙ୍କ ନିମନ୍ତେ ପ୍ରସ୍ତୁତ କରିବି, ତହିଁକି ମହାରାଜ ଓ ହାମନ୍ ଆସନ୍ତୁ, ମୁଁ କାଲି ମହାରାଜାଙ୍କ ଆଜ୍ଞାନୁସାରେ କହିବି।” Viz kapitolaପବିତ୍ର ବାଇବଲ8 ମୁଁ ଯେବେ ମୋର ଇଚ୍ଛା ପୂରଣ କରିବା ପାଇଁ ମହାରାଜାଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ଏବଂ ଏହା ଯେବେ ରାଜାଙ୍କୁ ଆନନ୍ଦ କରୁଥାଏ, ରାଜା ଓ ହାମନ୍ ଆସନ୍ତାକାଲି ରାତ୍ରି ଭୋଜନକୁ ଆସନ୍ତୁ ଯାହା ମୁଁ ପ୍ରସ୍ତୁତ କରିବି। ସେହି ସମୟରେ ମୁଁ ରାଜାଙ୍କର ପ୍ରଶ୍ନର ଉତ୍ତର ଦେବି।” Viz kapitola |