ଏଷ୍ଟର 7:4 - ଓଡିଆ ବାଇବେଲ4 କାରଣ ଆମ୍ଭେମାନେ, ମୁଁ ଓ ମୋହର ଲୋକମାନେ ସଂହାରିତ ଓ ହତ ଓ ବିନଷ୍ଟ ହେବା ନିମନ୍ତେ ବିକ୍ରିତ ହୋଇଅଛୁ। ଯଦି ଆମ୍ଭେମାନେ କେବଳ ଦାସ ଓ ଦାସୀ ହେବା ପାଇଁ ବିକ୍ରିତ ହୋଇଥା’ନ୍ତୁ, ତେବେ ଶତ୍ରୁ ମହାରାଜାଙ୍କର ଏହି କ୍ଷତି ପରିଶୋଧ କରି ନ ପାରିଲେ ହେଁ ମୁଁ ନୀରବ ହୋଇ ରହନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)4 କାରଣ ଆମ୍ଭେମାନେ, ମୁଁ ଓ ମୋହର ଲୋକମାନେ ସଂହାରିତ ଓ ହତ ଓ ବିନଷ୍ଟ ହେବା ନିମନ୍ତେ ବିକ୍ରୀତ ହୋଇଅଛୁ। ଯେବେ ଆମ୍ଭେମାନେ କେବଳ ଦାସ ଦାସୀ ହେବା ପାଇଁ ବିକ୍ରୀତ ହୋଇଥାʼନ୍ତୁ, ତେବେ ଶତ୍ରୁ ମହାରାଜଙ୍କର ଏହି କ୍ଷତି ପରିଶୋଧ କରି ନ ପାରିଲେ ହେଁ ମୁଁ ନୀରବ ହୋଇ ରହନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କାରଣ ଆମ୍ଭେମାନେ, ମୁଁ ଓ ମୋହର ଲୋକମାନେ ସଂହାରିତ ଓ ହତ ଓ ବିନଷ୍ଟ ହେବା ନିମନ୍ତେ ବିକ୍ରୀତ ହୋଇଅଛୁ। ଯଦି ଆମ୍ଭେମାନେ କେବଳ ଦାସ ଓ ଦାସୀ ହେବା ପାଇଁ ବିକ୍ରୀତ ହୋଇଥାʼନ୍ତୁ, ତେବେ ଶତ୍ରୁ ମହାରାଜାଙ୍କର ଏହି କ୍ଷତି ପରିଶୋଧ କରି ନ ପାରିଲେ ହେଁ ମୁଁ ନୀରବ ହୋଇ ରହନ୍ତି।” Viz kapitolaପବିତ୍ର ବାଇବଲ4 କାରଣ ମୁଁ ଓ ମୋହର ଲୋକମାନେ ସଂହାରିତ, ହତ ଓ ବିନଷ୍ଟ ହେବା ନିମନ୍ତେ ବୀକ୍ରି ହୋଇଅଛୁ। ଯଦି ଆମ୍ଭେ ମାତ୍ର କ୍ରୀତଦାସ ରୂପେ ବିକ୍ରୀ ହୋଇଥାଆନ୍ତୁ ମୁଁ ନୀରବ ହୋଇ ରହିଥା’ନ୍ତି। ଯଦି ଏହା ରାଜାଙ୍କୁ ବିବ୍ରତ କଲାପରି ଆମ୍ଭର ଅସୁବିଧା ହୋଇ ନ ଥା’ନ୍ତା।” Viz kapitola |