ଏଷ୍ଟର 8:1 - ଓଡିଆ ବାଇବେଲ1 ସେହି ଦିନ ଅକ୍ଷଶ୍ୱେରଶ ରାଜା ଏଷ୍ଟର ରାଣୀଙ୍କୁ ଯିହୁଦୀୟ ଲୋକମାନଙ୍କର ଶତ୍ରୁ ହାମନ୍ର ଗୃହାଦି ଦେଲା, ଆଉ ମର୍ଦ୍ଦଖୟ ରାଜାଙ୍କ ସାକ୍ଷାତରେ ଉପସ୍ଥିତ ହେଲେ; କାରଣ ମର୍ଦ୍ଦଖୟ ଆପଣାର କଅଣ ହୁଏ, ଏହା ଏଷ୍ଟର ଜଣାଇଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ସେହି ଦିନ ଅକ୍ଷଶ୍ଵେରଶ ରାଜା ଏଷ୍ଟର ରାଣୀକି ଯିହୁଦୀୟ ଲୋକମାନଙ୍କର ଶତ୍ରୁ ହାମନ୍ର ଗୃହାଦି ଦେଲା, ଆଉ ମର୍ଦ୍ଦଖୟ ରାଜାଙ୍କ ସାକ୍ଷାତରେ ଉପସ୍ଥିତ ହେଲା; କାରଣ ମର୍ଦ୍ଦଖୟ ଆପଣାର କଅଣ ହୁଏ, ଏହା ଏଷ୍ଟର ଜଣାଇଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସେହି ଦିନ ଅକ୍ଷଶ୍ୱେରଶ ରାଜା ଏଷ୍ଟର ରାଣୀଙ୍କୁ ଯିହୁଦୀୟ ଲୋକମାନଙ୍କର ଶତ୍ରୁ ହାମନ୍ର ଗୃହାଦି ଦେଲା, ଆଉ ମର୍ଦ୍ଦଖୟ ରାଜାଙ୍କ ସାକ୍ଷାତରେ ଉପସ୍ଥିତ ହେଲେ; କାରଣ ମର୍ଦ୍ଦଖୟ ଆପଣାର କଅଣ ହୁଏ, ଏହା ଏଷ୍ଟର ଜଣାଇଥିଲେ। Viz kapitolaପବିତ୍ର ବାଇବଲ1 ସେହି ଦିନ ଅକ୍ଷଶ୍ୱେରଶ ରାଜା ଏଷ୍ଟର ରାଣୀକୁ ଯିହୁଦୀୟ ଲୋକମାନଙ୍କର ଶତ୍ରୁ ହାମନ୍ର ଗୃହ ଆଦି ଦେଲା। ଆଉ ମର୍ଦ୍ଦଖୟ ରାଜାଙ୍କ ସାକ୍ଷାତରେ ଉପସ୍ଥିତ ହେଲା କାରଣ ମର୍ଦ୍ଦଖୟ ସହିତ କି ସମ୍ପର୍କ ତାହା ଜଣାଇ ଦେଇଥିଲା। Viz kapitola |