ଏଷ୍ଟର 8:10 - ଓଡିଆ ବାଇବେଲ10 ପୁଣି, ସେ ରାଜା ଅକ୍ଷଶ୍ୱେରଶ ନାମରେ ଲେଖି ଓ ରାଜାଙ୍କ ଅଙ୍ଗୁରୀୟରେ ମୋହରାଙ୍କିତ କରି ଅଶ୍ୱଶାଳା-ଜାତ ରାଜକୀୟ ଅଶ୍ୱବାହନାରୂଢ଼ ଦ୍ରୁତଗାମୀ ଦୂତଗଣ ହସ୍ତରେ ପତ୍ର ପଠାଇଲା। Viz kapitolaପବିତ୍ର ବାଇବଲ (Re-edited) - (BSI)10 ପୁଣି, ସେ ରାଜା ଅକ୍ଷଶ୍ଵେରଶ ନାମରେ ଲେଖି ଓ ରାଜାର ଅଙ୍ଗୁରୀୟରେ ମୋହରାଙ୍କିତ କରି ଅଶ୍ଵଶାଳା-ଜାତ ରାଜକୀୟ ଅଶ୍ଵବାହନାରୂଢ଼ ଦ୍ରୁତଗାମୀ ଦୂତଗଣ ହସ୍ତରେ ପତ୍ର ପଠାଇଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି, ସେ ରାଜା ଅକ୍ଷଶ୍ୱେରଶ ନାମରେ ଲେଖି ଓ ରାଜାଙ୍କ ଅଙ୍ଗୁରୀୟରେ ମୋହରାଙ୍କିତ କରି ଅଶ୍ୱଶାଳା-ଜାତ ରାଜକୀୟ ଅଶ୍ୱବାହନାରୂଢ଼ ଦ୍ରୁତଗାମୀ ଦୂତଗଣ ହସ୍ତରେ ପତ୍ର ପଠାଇଲା। Viz kapitolaପବିତ୍ର ବାଇବଲ10 ସେ ରାଜା ଅକ୍ଷଶ୍ୱେରଶ ନାମରେ ଲେଖି ଓ ରାଜାଙ୍କ ଅଙ୍ଗୁରୀୟରେ ମୋହରାଙ୍କିତ କରି ଅଶ୍ୱଶାଳା-ଜାତ ରାଜକୀୟ ଅଶ୍ୱବାହାରୂଢ଼ ଦ୍ରୁତଗାମୀ ଦୂତଗଣ ହସ୍ତରେ ପତ୍ର ପଠାଇଲା। Viz kapitola |