ଏଷ୍ଟର 8:13 - ଓଡିଆ ବାଇବେଲ13 ଆଉ, ସେହି ଦିନ ଯେପରି ଯିହୁଦୀୟମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ପରିଶୋଧ ନେବାକୁ ପ୍ରସ୍ତୁତ ହେବେ, ଏଥିପାଇଁ ପ୍ରତ୍ୟେକ ପ୍ରଦେଶରେ ଓ ସମୁଦାୟ ଲୋକଙ୍କ ନିକଟରେ ପ୍ରଚାରିତ ହେବା ନିମନ୍ତେ ସେହି ଆଜ୍ଞାପତ୍ରର ଏକ ପ୍ରତିଲିପି ଦିଆଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଆଉ, ସେହି ଦିନ ଯେପରି ଯିହୁଦୀୟମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ପରିଶୋଧ ନେବାକୁ ପ୍ରସ୍ତୁତ ହେବେ, ଏଥିପାଇଁ ପ୍ରତ୍ୟେକ ପ୍ରଦେଶରେ ଓ ସମୁଦାୟ ଲୋକଙ୍କ ନିକଟରେ ପ୍ରଚାରିତ ହେବା ନିମନ୍ତେ ସେହି ଆଜ୍ଞାପତ୍ରର ଏକ ପ୍ରତିଲିପି ଦିଆଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆଉ, ସେହି ଦିନ ଯେପରି ଯିହୁଦୀୟମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ପରିଶୋଧ ନେବାକୁ ପ୍ରସ୍ତୁତ ହେବେ, ଏଥିପାଇଁ ପ୍ରତ୍ୟେକ ପ୍ରଦେଶରେ ଓ ସମୁଦାୟ ଲୋକଙ୍କ ନିକଟରେ ପ୍ରଚାରିତ ହେବା ନିମନ୍ତେ ସେହି ଆଜ୍ଞାପତ୍ରର ଏକ ପ୍ରତିଲିପି ଦିଆଗଲା। Viz kapitolaପବିତ୍ର ବାଇବଲ13 ସେହି ଚିଠିର ଏକ ନକଲ ରାଜାଙ୍କର ଏକ ଆଜ୍ଞାପତ୍ର ଗ୍ଭରି ଆଡ଼କୁ ପଠା ଯାଇଥିଲା। ଏହା ଏକ ବ୍ୟବସ୍ଥା ଥିଲା, ଏହି ନିର୍ଦ୍ଦେଶ ସବୁ ପ୍ରଦେଶରେ ନିୟମରେ ପରିଣତ କରାଗଲା। ସେହି ରାଜ୍ୟରେ ବାସ କରୁଥିବା ସବୁଜାତୀୟ ଲୋକଙ୍କ ପାଇଁ ତାହା ପ୍ରଗ୍ଭରିତ ହେଲା। ସେ ଏପରି କରିଥିଲେ କାରଣ ଯିହୁଦୀୟମାନେ ସେହି ଦିନ ପାଇଁ ପ୍ରସ୍ତୁତ ହୋଇଥିଲେ। ଯିହୁଦୀୟମାନଙ୍କୁ ସୁଯୋଗ ଦିଆ ଯାଇଥିଲା ସେମାନଙ୍କର ଶତ୍ରୁମାନଙ୍କଠାରୁ ପ୍ରତିଶୋଧ ନେବା ପାଇଁ। Viz kapitola |