Online Bible

- Reklamy -




ଏଷ୍ଟର 8:14 - ଓଡିଆ ବାଇବେଲ

14 ତହିଁରେ ଦ୍ରୁତଗାମୀ ରାଜକୀୟ ଅଶ୍ୱାରୂଢ଼ ବାର୍ତ୍ତାବାହକମାନେ ରାଜାଜ୍ଞାରେ ତ୍ୱରିତ ପ୍ରବର୍ତ୍ତିତ ହୋଇ ଚାଲିଗଲେ; ପୁଣି, ଶୂଶନ୍‍ ରାଜଧାନୀରେ ସେହି ଆଜ୍ଞା ପ୍ରକାଶିତ ହେଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ତହିଁରେ ଦ୍ରୁତଗାମୀ ରାଜକୀୟ ଅଶ୍ଵାରୂଢ଼ ଦୂତମାନେ ରାଜାଜ୍ଞାରେ ତ୍ଵରିତ ପ୍ରବର୍ତ୍ତିତ ହୋଇ ଚାଲିଗଲେ; ପୁଣି, ଶୂଶନ୍ ରାଜଧାନୀରେ ସେହି ଆଜ୍ଞା ପ୍ରକାଶିତ ହେଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ତହିଁରେ ଦ୍ରୁତଗାମୀ ରାଜକୀୟ ଅଶ୍ୱାରୂଢ଼ ବାର୍ତ୍ତାବାହକମାନେ ରାଜାଜ୍ଞାରେ ତ୍ୱରିତ ପ୍ରବର୍ତ୍ତିତ ହୋଇ ଚାଲିଗଲେ; ପୁଣି, ଶୂଶନ୍‍ ରାଜଧାନୀରେ ସେହି ଆଜ୍ଞା ପ୍ରକାଶିତ ହେଲା।

Viz kapitola kopírovat

ପବିତ୍ର ବାଇବଲ

14 ତହିଁରେ ଦ୍ରୁତଗାମୀ ରାଜକୀୟ ଅଶ୍ୱାରୁଢ଼ ଦୂତମାନେ ରାଜାଙ୍କ ଆଜ୍ଞାରେ ଶୀଘ୍ର ଗ୍ଭଲିଗଲେ, ଏବଂ ଏହା ଶୂଶନ୍ ରାଜଧାନୀରେ ସେହି ଆଜ୍ଞା ପ୍ରକାଶିତ ହେଲା।

Viz kapitola kopírovat




ଏଷ୍ଟର 8:14

Následuj nás:

Reklamy


Reklamy