ଏଷ୍ଟର 9:20 - ଓଡିଆ ବାଇବେଲ20 ଏଥିଉତ୍ତାରେ ମର୍ଦ୍ଦଖୟ ଏହିସବୁ ବିଷୟ ଲେଖିଲେ ଓ ଅକ୍ଷଶ୍ୱେରଶ ରାଜାଙ୍କ ନିକଟସ୍ଥ ଓ ଦୂରସ୍ଥ ସକଳ ପ୍ରଦେଶରେ ଥିବା ସମସ୍ତ ଯିହୁଦୀୟମାନଙ୍କ ନିକଟକୁ ପତ୍ର ପଠାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଅନନ୍ତର ମର୍ଦ୍ଦଖୟ ଏହିସବୁ ବିଷୟ ଲେଖିଲା ଓ ଅକ୍ଷଶ୍ଵେରଶ ରାଜାର ନିକଟସ୍ଥ ଓ ଦୂରସ୍ଥ ସକଳ ପ୍ରଦେଶରେ ଥିବା ସମସ୍ତ ଯିହୁଦୀୟମାନଙ୍କ ନିକଟକୁ ପତ୍ର ପଠାଇଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏଥିଉତ୍ତାରେ ମର୍ଦ୍ଦଖୟ ଏହିସବୁ ବିଷୟ ଲେଖିଲେ ଓ ଅକ୍ଷଶ୍ୱେରଶ ରାଜାଙ୍କ ନିକଟସ୍ଥ ଓ ଦୂରସ୍ଥ ସକଳ ପ୍ରଦେଶରେ ଥିବା ସମସ୍ତ ଯିହୁଦୀୟମାନଙ୍କ ନିକଟକୁ ପତ୍ର ପଠାଇଲେ। Viz kapitolaପବିତ୍ର ବାଇବଲ20 ଏହା ପରେ ମର୍ଦ୍ଦଖୟ ଏହିସବୁ ବିଷୟ ଲେଖିଲା ଓ ଅକ୍ଷଶ୍ୱେରଶ ରାଜାର ନିକଟସ୍ଥ ଓ ଦୂରସ୍ଥ ସକଳ ପ୍ରଦେଶରେ ଥିବା ସମସ୍ତ ଯିହୁଦୀମାନଙ୍କ ନିକଟକୁ ପଠାଇଲା। Viz kapitola |