Online Bible

- Reklamy -




ଏଷ୍ଟର 9:22 - ଓଡିଆ ବାଇବେଲ

22 ପ୍ରତି ବର୍ଷ ସେହି ମାସର ସେହି ଦୁଇ ଦିନ, ଅର୍ଥାତ୍‍, ଅଦର ମାସର ଚତୁର୍ଦ୍ଦଶ ଓ ପଞ୍ଚଦଶ ଦିନକୁ ସେମାନେ ଯେପରି ଭୋଜନପାନ ଓ ଆନନ୍ଦର ଓ ପରସ୍ପର ଅଂଶ ଓ ଦରିଦ୍ରମାନଙ୍କ ନିକଟକୁ ଦାନ ପ୍ରେରଣ କରିବାର ଦିନ କରି ମାନିବେ, ଏହି ଆଜ୍ଞା ଦେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ପ୍ରତି ବର୍ଷ ସେହି ମାସର ସେହି ଦୁଇ ଦିନ, ଅର୍ଥାତ୍, ଅଦର ମାସର ଚତୁର୍ଦ୍ଦଶ ଓ ପଞ୍ଚଦଶ ଦିନକୁ ସେମାନେ ଯେପରି ଭୋଜନପାନ ଓ ଆନନ୍ଦର ଓ ପରସ୍ପର ଅଂଶ ଓ ଦରିଦ୍ରମାନଙ୍କ ନିକଟକୁ ଦାନ ପ୍ରେରଣ କରିବାର ଦିନ କରି ମାନିବେ, ଏହି ଆଜ୍ଞା ଦେଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ପ୍ରତି ବର୍ଷ ସେହି ମାସର ସେହି ଦୁଇ ଦିନ, ଅର୍ଥାତ୍‍, ଅଦର ମାସର ଚତୁର୍ଦ୍ଦଶ ଓ ପଞ୍ଚଦଶ ଦିନକୁ ସେମାନେ ଯେପରି ଭୋଜନପାନ ଓ ଆନନ୍ଦର ଓ ପରସ୍ପର ଅଂଶ ଓ ଦରିଦ୍ରମାନଙ୍କ ନିକଟକୁ ଦାନ ପ୍ରେରଣ କରିବାର ଦିନ କରି ମାନିବେ, ଏହି ଆଜ୍ଞା ଦେଲେ।

Viz kapitola kopírovat

ପବିତ୍ର ବାଇବଲ

22 ସେ ଆଦେଶ ଦେଲେ ଯେ, ସେମାନେ ସେହି ଦିନଗୁଡ଼ିକ ପାଳନ କରିବେ, ଯେତେବେଳେ ସେମାନେ ଶତ୍ରୁମାନଙ୍କଠାରୁ ଆଶ୍ୱସ୍ତ ପାଇଲେ ଏବଂ ସେମାନଙ୍କର ଦୁଃଖ ଏବଂ ଶୋକ, ଆନନ୍ଦ ଓ ଉତ୍ସବରେ ବଦଳି ଗଲା, ଯେହେତୁ ଭୋଜିର ଦିନ, ଆନନ୍ଦର ଦିନରେ ଜଣେ ଅନ୍ୟ ଜଣ ପାଖକୁ ଉପହାର ପଠାଇବେ ଏବଂ ପ୍ରତ୍ୟେକ ବର୍ଷ ଗରିବ ଲୋକମାନଙ୍କ ପାଖକୁ ଉପହାର ପଠାଇବେ।

Viz kapitola kopírovat




ଏଷ୍ଟର 9:22

Následuj nás:

Reklamy


Reklamy