Online Bible

- Reklamy -




ଏଷ୍ଟର 9:24 - ଓଡିଆ ବାଇବେଲ

24 କାରଣ ସମୁଦାୟ ଯିହୁଦୀୟ-ଲୋକର ଶତ୍ରୁ ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍‍ ସେମାନଙ୍କୁ ବିନାଶ କରିବାର ସଂକଳ୍ପ କରି ସେମାନଙ୍କୁ ଲୁପ୍ତ ଓ ବିନାଶ କରିବା ପାଇଁ ପୂର, ଅର୍ଥାତ୍‍, ଗୁଲିବାଣ୍ଟ କରିଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 କାରଣ ସମୁଦାୟ ଯିହୁଦୀୟ-ଲୋକର ଶତ୍ରୁ ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍ ସେମାନଙ୍କୁ ବିନାଶ କରିବାର ସଂକଳ୍ପ କରି ସେମାନଙ୍କୁ ଲୁପ୍ତ ଓ ବିନାଶ କରିବା ପାଇଁ ପୂର, ଅର୍ଥାତ୍, ଗୁଲିବାଣ୍ଟ କରିଥିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 କାରଣ ସମୁଦାୟ ଯିହୁଦୀୟ-ଲୋକର ଶତ୍ରୁ ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍‍ ସେମାନଙ୍କୁ ବିନାଶ କରିବାର ସଂକଳ୍ପ କରି ସେମାନଙ୍କୁ ଲୁପ୍ତ ଓ ବିନାଶ କରିବା ପାଇଁ ପୂର, ଅର୍ଥାତ୍‍, ଗୁଲିବାଣ୍ଟ କରିଥିଲେ।

Viz kapitola kopírovat

ପବିତ୍ର ବାଇବଲ

24 କାରଣ ସମୁଦାୟ ଯିହୁଦୀୟ ଲୋକର ଶତ୍ରୁ ଅଗାମୀୟ ହମ୍ମଦାଥାର ପୁତ୍ର ହାମନ୍ ସେମାନଙ୍କୁ ବିନାଶ କରିବାର ସଂକଳ୍ପ କରି ସେମାନଙ୍କୁ ଲୁପ୍ତ ଓ ବିନାଶ କରିବା ପାଇଁ “ପୂର” ଅର୍ଥାତ୍ “ଗୁଲିବାଣ୍ଟ” ଦ୍ୱାରା ସେମାନେ ନିଷ୍ପତ୍ତି କରିଥିଲେ।

Viz kapitola kopírovat




ଏଷ୍ଟର 9:24

Následuj nás:

Reklamy


Reklamy