ଏଷ୍ଟର 9:25 - ଓଡିଆ ବାଇବେଲ25 ମାତ୍ର ରାଜା ଛାମୁକୁ (ଏ ବିଷୟ) ଆସନ୍ତେ, ସେ ଏହି ଆଜ୍ଞାପତ୍ର ଦେଲା, “ହାମନ୍ ଯିହୁଦୀୟମାନଙ୍କ ବିରୁଦ୍ଧରେ ଯେଉଁ ଦୁଷ୍ଟ-ସଂକଳ୍ପ କରିଅଛି, ତାହା ତାହାର ନିଜ ମସ୍ତକରେ ବର୍ତ୍ତୁ, ପୁଣି ସେ ଓ ତାହାର ପୁତ୍ରମାନେ ଫାଶୀକାଠରେ ଟଙ୍ଗା ଯାଉନ୍ତୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)25 ମାତ୍ର ରାଜା ଛାମୁକୁ (ଏ ବିଷୟ) ଆସନ୍ତେ, ସେ ଏହି ଆଜ୍ଞାପତ୍ର ଦେଲା, ହାମନ୍ ଯିହୁଦୀୟମାନଙ୍କ ବିରୁଦ୍ଧରେ ଯେଉଁ ଦୁଷ୍ଟ-ସଂକଳ୍ପ କରିଅଛି, ତାହା ତାହାର ନିଜ ମସ୍ତକରେ ବର୍ତ୍ତୁ, ପୁଣି ସେ ଓ ତାହାର ପୁତ୍ରମାନେ ଫାଶୀକାଠରେ ଟଙ୍ଗା ଯାଉନ୍ତୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ମାତ୍ର ରାଜା ଛାମୁକୁ (ଏ ବିଷୟ) ଆସନ୍ତେ, ସେ ଏହି ଆଜ୍ଞାପତ୍ର ଦେଲା, ହାମନ୍ ଯିହୁଦୀୟମାନଙ୍କ ବିରୁଦ୍ଧରେ ଯେଉଁ ଦୁଷ୍ଟ-ସଂକଳ୍ପ କରିଅଛି, ତାହା ତାହାର ନିଜ ମସ୍ତକରେ ବର୍ତ୍ତୁ, ପୁଣି ସେ ଓ ତାହାର ପୁତ୍ରମାନେ ଫାଶୀକାଠରେ ଟଙ୍ଗା ଯାଉନ୍ତୁ। Viz kapitolaପବିତ୍ର ବାଇବଲ25 ହାମନ୍ ଏପରି କରିଥିଲେ କିନ୍ତୁ ଏଷ୍ଟର ରାଜାଙ୍କ ନିକଟରେ ଜଣାଇଲେ। ତେଣୁ ସେ ଆଉ ନୂତନ ନିର୍ଦ୍ଦେଶ ପଠାଇଲେ। ସେହି ନିର୍ଦ୍ଦେଶ ଯେ କେବଳ ହାମନ୍ର ଯୋଜନାକୁ ପଣ୍ତ କଲା ତାହା ନୁହେଁ। ସେହି ନିର୍ଦ୍ଦେଶ ହାମନ୍ ଓ ତା'ର ପରିବାରରେ ଅନିଷ୍ଟ କରାଇଲା ତେଣୁ ହାମନ୍ ଓ ତା'ର ପୁତ୍ରଗଣ ଫାଶୀଖୁଣ୍ଟରେ ଝୁଲାଗଲେ। Viz kapitola |