Online Bible

- Reklamy -




ଏଷ୍ଟର 9:28 - ଓଡିଆ ବାଇବେଲ

28 ଆଉ, ସମସ୍ତ ପୁରୁଷ-ପରମ୍ପରାରେ, ପ୍ରତ୍ୟେକ ବଂଶରେ ଓ ପ୍ରତ୍ୟେକ ପ୍ରଦେଶରେ ଓ ପ୍ରତ୍ୟେକ ନଗରରେ ସେହି ଦୁଇ ଦିନ ସ୍ମରଣ ଓ ପାଳନ କରାଯିବ; ପୁଣି, ଏହି ପୂରୀମ୍‍ ଦିନ ଯିହୁଦୀୟମାନଙ୍କ ମଧ୍ୟରୁ ଲୋପ ପାଇବ ନାହିଁ ଓ ସେମାନଙ୍କ ବଂଶ ମଧ୍ୟରୁ ସେହି ଦୁଇ ଦିନର ସ୍ମରଣ ଲୁପ୍ତ ହେବ ନାହିଁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

28 ଆଉ, ସମସ୍ତ ପୁରୁଷ-ପରମ୍ପରାରେ, ପ୍ରତ୍ୟେକ ବଂଶରେ ଓ ପ୍ରତ୍ୟେକ ପ୍ରଦେଶରେ ଓ ପ୍ରତ୍ୟେକ ନଗରରେ ସେହି ଦୁଇ ଦିନ ସ୍ମରଣ ଓ ପାଳନ କରାଯିବ; ପୁଣି, ଏହି ପୂରୀମ୍ ଦିନ ଯିହୁଦୀୟମାନଙ୍କ ମଧ୍ୟରୁ ଲୋପ ପାଇବ ନାହିଁ ଓ ସେମାନଙ୍କ ବଂଶ ମଧ୍ୟରୁ ସେହି ଦୁଇ ଦିନର ସ୍ମରଣ ଲୁପ୍ତ ହେବ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଆଉ, ସମସ୍ତ ପୁରୁଷ-ପରମ୍ପରାରେ, ପ୍ରତ୍ୟେକ ବଂଶରେ ଓ ପ୍ରତ୍ୟେକ ପ୍ରଦେଶରେ ଓ ପ୍ରତ୍ୟେକ ନଗରରେ ସେହି ଦୁଇ ଦିନ ସ୍ମରଣ ଓ ପାଳନ କରାଯିବ; ପୁଣି, ଏହି ପୂରୀମ୍‍ ଦିନ ଯିହୁଦୀୟମାନଙ୍କ ମଧ୍ୟରୁ ଲୋପ ପାଇବ ନାହିଁ ଓ ସେମାନଙ୍କ ବଂଶ ମଧ୍ୟରୁ ସେହି ଦୁଇ ଦିନର ସ୍ମରଣ ଲୁପ୍ତ ହେବ ନାହିଁ।

Viz kapitola kopírovat

ପବିତ୍ର ବାଇବଲ

28 ସମସ୍ତ ପୁରୁଷ ପରମ୍ପରାରେ, ପ୍ରତ୍ୟେକ ବଂଶରେ ଓ ପ୍ରତ୍ୟେକ ପ୍ରଦେଶରେ ଓ ପ୍ରତ୍ୟେକ ନଗରରେ ସେହି ଦୁଇ ଦିନ ସ୍ମରଣ ଓ ପାଳନ କରାଯିବ। ପୁଣି ଏହି ପୂରୀମ୍ ଦିନ ଯିହୁଦୀୟମାନଙ୍କ ମଧ୍ୟରୁ ଲୋପ ପାଇବ ନାହିଁ ଓ ସେମାନଙ୍କ ବଂଶଧରମାନଙ୍କ ମଧ୍ୟରୁ ସେହି ଦୁଇ ଦିନ ସ୍ମରଣ ଲୁପ୍ତ ହେବ ନାହିଁ।

Viz kapitola kopírovat




ଏଷ୍ଟର 9:28

Následuj nás:

Reklamy


Reklamy