ଏଷ୍ଟର 9:3 - ଓଡିଆ ବାଇବେଲ3 ଆଉ, ପ୍ରଦେଶାଧିପତି ଓ କ୍ଷିତିପାଳ ଓ ଶାସନକର୍ତ୍ତା ଓ ରାଜ-କର୍ମକାରୀମାନେ ଯିହୁଦୀୟମାନଙ୍କର ସାହାଯ୍ୟ କଲେ, କାରଣ ମର୍ଦ୍ଦଖୟ ସକାଶେ ସେମାନେ ଭୟଭୀତ ହୋଇଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ଆଉ, ପ୍ରଦେଶାଧିପତି ଓ କ୍ଷିତିପାଳ ଓ ଶାସନକର୍ତ୍ତା ଓ ରାଜ-କର୍ମକାରୀମାନେ ଯିହୁଦୀୟମାନଙ୍କର ସାହାଯ୍ୟ କଲେ, କାରଣ ମର୍ଦ୍ଦଖୟ ସକାଶେ ସେମାନେ ତ୍ରାସଯୁକ୍ତ ହୋଇଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆଉ, ପ୍ରଦେଶାଧିପତି ଓ କ୍ଷିତିପାଳ ଓ ଶାସନକର୍ତ୍ତା ଓ ରାଜ-କର୍ମକାରୀମାନେ ଯିହୁଦୀୟମାନଙ୍କର ସାହାଯ୍ୟ କଲେ, କାରଣ ମର୍ଦ୍ଦଖୟ ସକାଶେ ସେମାନେ ଭୟଭୀତ ହୋଇଥିଲେ। Viz kapitolaପବିତ୍ର ବାଇବଲ3 ପ୍ରଦେଶ ଅଧିପତି ଓ କ୍ଷିତିପାଳ, ଶାସନକର୍ତ୍ତା ଓ ରାଜକର୍ମଗ୍ଭରୀମାନେ ଯିହୁଦୀୟମାନଙ୍କୁ ସାହାଯ୍ୟ କଲେ। କାରଣ ସେମାନେ ମର୍ଦ୍ଦଖୟକୁ ଭୟ କରୁଥିଲେ। Viz kapitola |