ଯାତ୍ରା ପୁସ୍ତକ 1:18 - ଓଡିଆ ବାଇବେଲ18 ତେଣୁ ମିସରର ରାଜା ଧାତ୍ରୀମାନଙ୍କୁ ଡକାଇ କହିଲେ, “ତୁମ୍ଭେମାନେ ଏପରି କାର୍ଯ୍ୟ କାହିଁକି କରୁଅଛ ? ପୁତ୍ରସନ୍ତାନମାନଙ୍କୁ କାହିଁକି ଜୀବିତ ରଖୁଅଛ ?” Viz kapitolaପବିତ୍ର ବାଇବଲ (Re-edited) - (BSI)18 ତେଣୁ ମିସରର ରାଜା ଧାତ୍ରୀମାନଙ୍କୁ ଡକାଇ କହିଲେ, ତୁମ୍ଭେମାନେ ଏପରି କାର୍ଯ୍ୟ କିହେତୁ କରୁଅଛ? ପୁତ୍ରସନ୍ତାନମାନଙ୍କୁ କାହିଁକି ଜୀବିତ ରଖୁଅଛ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ତେଣୁ ମିସରର ରାଜା ଧାତ୍ରୀମାନଙ୍କୁ ଡକାଇ କହିଲେ, “ତୁମ୍ଭେମାନେ ଏପରି କାର୍ଯ୍ୟ କାହିଁକି କରୁଅଛ? ପୁତ୍ରସନ୍ତାନମାନଙ୍କୁ କାହିଁକି ଜୀବିତ ରଖୁଅଛ?” Viz kapitolaପବିତ୍ର ବାଇବଲ18 ମିଶରର ରାଜା ସେହି ଧାତ୍ରୀମାନଙ୍କୁ ଡକାଇ ପଠାଇ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଏପରି କାହିଁକି କଲ? ତୁମ୍ଭେମାନେ କାହିଁକି ପୁତ୍ର ସନ୍ତାନମାନଙ୍କୁ ଜୀବିତ ରଖିଲ?” Viz kapitola |