ଯାତ୍ରା ପୁସ୍ତକ 1:19 - ଓଡିଆ ବାଇବେଲ19 ତହିଁରେ ଧାତ୍ରୀମାନେ ଫାରୋଙ୍କୁ କହିଲେ, “ଏବ୍ରୀୟା ସ୍ତ୍ରୀଗଣ ମିସ୍ରୀୟା ସ୍ତ୍ରୀଗଣ ପରି ନୁହଁନ୍ତି; ସେମାନେ ବଳବତୀ, ସେମାନଙ୍କ ନିକଟକୁ ଧାତ୍ରୀ ଆସିବା ପୂର୍ବରୁ ସେମାନେ ପ୍ରସବ କରନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)19 ତହିଁରେ ଧାତ୍ରୀମାନେ ଫାରୋଙ୍କୁ କହିଲେ, ଏବ୍ରୀୟା ସ୍ତ୍ରୀଗଣ ମିସ୍ରୀୟା ସ୍ତ୍ରୀଗଣ ପରି ନୁହନ୍ତି; ସେମାନେ ବଳବତୀ, ସେମାନଙ୍କ ନିକଟକୁ ଧାତ୍ରୀ ଆସିବା ପୂର୍ବରୁ ସେମାନେ ପ୍ରସବ କରନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ତହିଁରେ ଧାତ୍ରୀମାନେ ଫାରୋଙ୍କୁ କହିଲେ, “ଏବ୍ରୀୟା ସ୍ତ୍ରୀଗଣ ମିସରୀୟା ସ୍ତ୍ରୀଗଣ ପରି ନୁହନ୍ତି; ସେମାନେ ବଳବତୀ, ସେମାନଙ୍କ ନିକଟକୁ ଧାତ୍ରୀ ଆସିବା ପୂର୍ବରୁ ସେମାନେ ପ୍ରସବ କରନ୍ତି।” Viz kapitolaପବିତ୍ର ବାଇବଲ19 ଧାତ୍ରୀମାନେ ଫାରୋଙ୍କୁ କହିଲେ, “ଏବ୍ରୀୟା ସ୍ତ୍ରୀଗଣ ମିଶରୀୟ ସ୍ତ୍ରୀମାନଙ୍କଠାରୁ ବଳିଷ୍ଠା। ସେମାନଙ୍କ ନିକଟକୁ ଧାତ୍ରୀ ଆସିବା ପୂର୍ବରୁ ସେମାନେ ପ୍ରସବ କରି ସାରିଥା’ନ୍ତି।” Viz kapitola |