ଯାତ୍ରା ପୁସ୍ତକ 1:7 - ଓଡିଆ ବାଇବେଲ7 ତଥାପି ଇସ୍ରାଏଲ ବଂଶ ବହୁପ୍ରଜ, ବର୍ଦ୍ଧିଷ୍ଣୁ ଓ ବହୁଗୋଷ୍ଠୀକ ହୋଇ ଅତିଶୟ ପ୍ରବଳ ହେଲେ, ପୁଣି, ସେମାନଙ୍କ ଦ୍ୱାରା ଦେଶ ପରିପୂର୍ଣ୍ଣ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)7 ତଥାପି ଇସ୍ରାଏଲ ବଂଶ ବହୁପ୍ରଜ, ବର୍ଦ୍ଧିଷ୍ଣୁ ଓ ବହୁଗୋଷ୍ଠୀକ ହୋଇ ଅତିଶୟ ପ୍ରବଳ ହେଲେ, ପୁଣି ସେମାନଙ୍କ ଦ୍ଵାରା ଦେଶ ପରିପୂର୍ଣ୍ଣ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତଥାପି ଇସ୍ରାଏଲ ବଂଶ ବହୁପ୍ରଜ, ବର୍ଦ୍ଧିଷ୍ଣୁ ଓ ବହୁଗୋଷ୍ଠୀକ ହୋଇ ଅତିଶୟ ପ୍ରବଳ ହେଲେ, ପୁଣି, ସେମାନଙ୍କ ଦ୍ୱାରା ଦେଶ ପରିପୂର୍ଣ୍ଣ ହେଲା। Viz kapitolaପବିତ୍ର ବାଇବଲ7 କିନ୍ତୁ ଇସ୍ରାଏଲର ବଂଶଧର ବଢ଼ିଲେ। ସେମାନଙ୍କ ସଂଖ୍ୟା ବଢ଼ି ବଢ଼ି ଗ୍ଭଲିଲା। ଇସ୍ରାଏଲର ଲୋକମାନେ ଅତ୍ୟଧିକ ଶକ୍ତିଶାଳୀ ହେବାକୁ ଲାଗିଲେ ଏବଂ ମିଶର ଦେଶ ଇସ୍ରାଏଲୀୟଙ୍କ ଦ୍ୱାରା ପରିପୂର୍ଣ୍ଣ ହେଲା। Viz kapitola |