ଯାତ୍ରା ପୁସ୍ତକ 10:11 - ଓଡିଆ ବାଇବେଲ11 ଏପରି ହେବ ନାହିଁ, ତୁମ୍ଭେମାନେ ଯେତେ ପୁରୁଷ ଅଛ, ଯାଅ, ସଦାପ୍ରଭୁଙ୍କର ସେବା କର; କାରଣ ଏହା ହିଁ ତୁମ୍ଭେମାନେ ଚାହଁ।” ଏଉତ୍ତାରେ ସେମାନେ ଫାରୋଙ୍କ ସାକ୍ଷାତରୁ ତାଡ଼ିତ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଏପରି ହେବ ନାହିଁ, ତୁମ୍ଭେମାନେ ଯେତେ ପୁରୁଷ ଅଛ, ଯାଅ, ସଦାପ୍ରଭୁଙ୍କର ସେବା କର; କାରଣ ଏହି ମାତ୍ର ତୁମ୍ଭେମାନେ ଚାହଁ। ଏଉତ୍ତାରେ ସେମାନେ ଫାରୋଙ୍କ ସାକ୍ଷାତରୁ ତାଡ଼ିତ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏପରି ହେବ ନାହିଁ, ତୁମ୍ଭେମାନେ ଯେତେ ପୁରୁଷ ଅଛ, ଯାଅ, ସଦାପ୍ରଭୁଙ୍କର ସେବା କର; କାରଣ ଏହା ହିଁ ତୁମ୍ଭେମାନେ ଚାହଁ।” ଏଉତ୍ତାରେ ସେମାନେ ଫାରୋଙ୍କ ସାକ୍ଷାତରୁ ତାଡ଼ିତ ହେଲେ। Viz kapitolaପବିତ୍ର ବାଇବଲ11 ଆରମ୍ଭରୁ ଯେଉଁ ଲୋକମାନଙ୍କୁ ତୁମ୍ଭେ ପ୍ରସ୍ତାବ କରିଅଛ, କେବଳ ସେହି ଲୋକମାନେ ସଦାପ୍ରଭୁଙ୍କୁ ଉପାସନା କରିବା ପାଇଁ ଯିବେ। କିନ୍ତୁ ସବୁଲୋକମାନେ ଯାଇ ପାରିବେ ନାହିଁ।” ଏହା ପରେ ସେ ହାରୋଣ ଓ ମୋଶାଙ୍କୁ ବିଦାୟ ଦେଲେ। Viz kapitola |