ଯାତ୍ରା ପୁସ୍ତକ 10:3 - ଓଡିଆ ବାଇବେଲ3 ସେତେବେଳେ ମୋଶା ଓ ହାରୋଣ ଫାରୋଙ୍କ ନିକଟକୁ ଯାଇ କହିଲେ, “ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର କହନ୍ତି, ତୁମ୍ଭେ ଆମ୍ଭ ସାକ୍ଷାତରେ ନମ୍ର ହେବାକୁ କେତେ କାଳ ନାସ୍ତି କରିବ ? ଆମ୍ଭର ସେବା କରିବା ନିମନ୍ତେ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ସେତେବେଳେ ମୋଶା ଓ ହାରୋଣ ଫାରୋଙ୍କ ନିକଟକୁ ଯାଇ କହିଲେ, ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ଵର କହନ୍ତି, ତୁମ୍ଭେ ଆମ୍ଭ ସାକ୍ଷାତରେ ନମ୍ର ହେବାକୁ କେତେ କାଳ ନାସ୍ତି କରିବ? ଆମ୍ଭର ସେବା କରିବା ନିମନ୍ତେ ଆମ୍ଭ ଲୋକମାନଙ୍କୁ ଛାଡ଼ି ଦିଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେତେବେଳେ ମୋଶା ଓ ହାରୋଣ ଫାରୋଙ୍କ ନିକଟକୁ ଯାଇ କହିଲେ, “ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର କହନ୍ତି, ‘ତୁମ୍ଭେ ଆମ୍ଭ ସାକ୍ଷାତରେ ନମ୍ର ହେବାକୁ କେତେ କାଳ ନାସ୍ତି କରିବ? ଆମ୍ଭର ସେବା କରିବା ନିମନ୍ତେ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ। Viz kapitolaପବିତ୍ର ବାଇବଲ3 ତେଣୁ ମୋଶା ଏବଂ ହାରୋଣ ଫାରୋଙ୍କ ନିକଟକୁ ଗଲେ। ସେମାନେ ତାଙ୍କୁ କହିଲେ, “ସଦାପ୍ରଭୁ ଏବ୍ରୀୟମାନଙ୍କର ପରମେଶ୍ୱର କହନ୍ତି, ‘କେତେ ଦିନ ତୁମ୍ଭେ ମୋତେ ଅମାନ୍ୟ କରିବ? ମୋର ଲୋକମାନଙ୍କୁ ଯିବାକୁ ଦିଅ ଓ ସେମାନଙ୍କୁ ମୋର ଉପାସନା କରିବାକୁ ଦିଅ। Viz kapitola |