ଯାତ୍ରା ପୁସ୍ତକ 11:8 - ଓଡିଆ ବାଇବେଲ8 ତହିଁରେ ତୁମ୍ଭର ଏହି ସମସ୍ତ ଦାସମାନେ ମୋ’ ନିକଟକୁ ନତ ହୋଇ ଆସିବେ ଓ ମୋତେ ପ୍ରଣାମ କରି କହିବେ, ତୁମ୍ଭେ ଓ ତୁମ୍ଭର ଅନୁଗତ ସମସ୍ତ ଲୋକ ବାହାରି ଯାଅ; ତହିଁ ଉତ୍ତାରେ ମୁଁ ବାହାରି ଯିବି। ଏଥିଉତ୍ତାରେ ସେ ପ୍ରଚଣ୍ଡ କ୍ରୋଧରେ ଫାରୋଙ୍କ ନିକଟରୁ ବାହାରି ଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ତହିଁରେ ତୁମ୍ଭର ଏହି ସମସ୍ତ ଦାସମାନେ ମୋʼ ନିକଟକୁ ନତ ହୋଇ ଆସିବେ ଓ ମୋତେ ପ୍ରଣାମ କରି କହିବେ, ତୁମ୍ଭେ ଓ ତୁମ୍ଭର ଅନୁଗତ ସମସ୍ତ ଲୋକ ବାହାରି ଯାଅ; ତହିଁ ଉତ୍ତାରେ ମୁଁ ବାହାରି ଯିବି। ଅନନ୍ତର ସେ ପ୍ରଚଣ୍ତ କ୍ରୋଧରେ ଫାରୋଙ୍କ ନିକଟରୁ ବାହାରି ଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତହିଁରେ ତୁମ୍ଭର ଏହି ସମସ୍ତ ଦାସମାନେ ମୋʼ ନିକଟକୁ ନତ ହୋଇ ଆସିବେ ଓ ମୋତେ ପ୍ରଣାମ କରି କହିବେ, ‘ତୁମ୍ଭେ ଓ ତୁମ୍ଭର ଅନୁଗତ ସମସ୍ତ ଲୋକ ବାହାରି ଯାଅ;’ ତହିଁ ଉତ୍ତାରେ ମୁଁ ବାହାରି ଯିବି।” ଏଥିଉତ୍ତାରେ ସେ ପ୍ରଚଣ୍ଡ କ୍ରୋଧରେ ଫାରୋଙ୍କ ନିକଟରୁ ବାହାରିଗଲେ। Viz kapitolaପବିତ୍ର ବାଇବଲ8 ଏହା ପରେ ତୁମ୍ଭମାନଙ୍କର ସମସ୍ତ ଅଧିକାରୀଗଣ ମୋ’ ନିକଟକୁ ଆସିବେ ଏବଂ ମୋ’ ଆଗରେ ମଥାନତ କରିବେ। ସେମାନେ କହିବେ, ‘ସମସ୍ତ ଲୋକମାନଙ୍କ ସହିତ ବାହାରି ଯାଅ।’ ଏହା ପରେ ମୁଁ ଯିବି।” ତା'ପରେ କ୍ରୋଧରେ ମୋଶା ଫାରୋଙ୍କୁ ପରିତ୍ୟାଗ କଲେ। Viz kapitola |