ଯାତ୍ରା ପୁସ୍ତକ 11:9 - ଓଡିଆ ବାଇବେଲ9 ସଦାପ୍ରଭୁ ମୋଶାଙ୍କୁ କହିଥିଲେ, ଆମ୍ଭେ ଯେପରି ମିସର ଦେଶରେ ଆପଣା ଆଶ୍ଚର୍ଯ୍ୟକ୍ରିୟା ବହୁସଂଖ୍ୟକ କରିବା, ଏଥିପାଇଁ ଫାରୋ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ସଦାପ୍ରଭୁ ମୋଶାଙ୍କୁ କହିଥିଲେ, ଆମ୍ଭେ ଯେପରି ମିସର ଦେଶରେ ଆପଣା ଆଶ୍ଚର୍ଯ୍ୟକ୍ରିୟା ବହୁସଂଖ୍ୟକ କରିବା, ଏଥିପାଇଁ ଫାରୋ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସଦାପ୍ରଭୁ ମୋଶାଙ୍କୁ କହିଥିଲେ, “ଆମ୍ଭେ ଯେପରି ମିସର ଦେଶରେ ଆପଣା ଆଶ୍ଚର୍ଯ୍ୟକ୍ରିୟା ବହୁସଂଖ୍ୟକ କରିବା, ଏଥିପାଇଁ ଫାରୋ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବ ନାହିଁ।” Viz kapitolaପବିତ୍ର ବାଇବଲ9 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଥିଲେ, “ଫାରୋ ତୁମ୍ଭର କଥା ଶୁଣିବେ ନାହିଁ, ସେଥିପାଇଁ ମୁଁ ମିଶରରେ ଆହୁରି ବହୁତ ଆଶ୍ଚର୍ଯ୍ୟ କର୍ମମାନ ଦେଖାଇ ପାରିବି।” Viz kapitola |