Online Bible

- Reklamy -




ଯାତ୍ରା ପୁସ୍ତକ 12:16 - ଓଡିଆ ବାଇବେଲ

16 ଆଉ ପ୍ରଥମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ, ପୁଣି, ସପ୍ତମ ଦିନରେ ମଧ୍ୟ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ଆଉ ସେହି ଦୁଇ ଦିନରେ ପ୍ରତ୍ୟେକ ପ୍ରାଣୀର ଖାଦ୍ୟର ଆୟୋଜନ ବିନୁ ଆଉ କୌଣସି କର୍ମ କରାଯିବ ନାହିଁ, କେବଳ ସେହି କର୍ମ ତୁମ୍ଭେମାନେ କରି ପାରିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

16 ଆଉ ପ୍ରଥମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ, ପୁଣି ସପ୍ତମ ଦିନରେ ମଧ୍ୟ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ଆଉ ସେହି ଦୁଇ ଦିନରେ ପ୍ରତ୍ୟେକ ପ୍ରାଣୀର ଖାଦ୍ୟର ଆୟୋଜନ ବିନୁ ଆଉ କୌଣସି କର୍ମ କରାଯିବ ନାହିଁ, କେବଳ ସେହି କର୍ମ ତୁମ୍ଭେମାନେ କରି ପାରିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଆଉ ପ୍ରଥମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ, ପୁଣି, ସପ୍ତମ ଦିନରେ ମଧ୍ୟ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ଆଉ ସେହି ଦୁଇ ଦିନରେ ପ୍ରତ୍ୟେକ ପ୍ରାଣୀର ଖାଦ୍ୟର ଆୟୋଜନ ବିନୁ ଆଉ କୌଣସି କର୍ମ କରାଯିବ ନାହିଁ, କେବଳ ସେହି କର୍ମ ତୁମ୍ଭେମାନେ କରି ପାରିବ।

Viz kapitola kopírovat

ପବିତ୍ର ବାଇବଲ

16 ଏହି ପର୍ବର ପ୍ରଥମ ଦିନ ଓ ଶେଷ ଦିନ ତୁମ୍ଭମାନଙ୍କର ପବିତ୍ର ସଭା ହେବ। ତୁମ୍ଭେମାନେ ସେହି ଦିନ କିଛି କରିବା ଉଚିତ୍ ନୁହେଁ। କେବଳ ତୁମ୍ଭେମାନେ ତୁମ୍ଭମାନଙ୍କର ଖାଦ୍ୟ ପ୍ରସ୍ତୁତ କରିବ।

Viz kapitola kopírovat




ଯାତ୍ରା ପୁସ୍ତକ 12:16

Následuj nás:

Reklamy


Reklamy