ଯାତ୍ରା ପୁସ୍ତକ 12:21 - ଓଡିଆ ବାଇବେଲ21 ସେତେବେଳେ ମୋଶା ଇସ୍ରାଏଲର ସମସ୍ତ ପ୍ରାଚୀନ ଲୋକଙ୍କୁ ଡକାଇ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଆପଣା ଆପଣା ପରିଜନାନୁସାରେ ଏକ ଏକ ମେଷଶାବକ ବାହାର କରି ନେଇ ନିସ୍ତାର ପର୍ବୀୟ ବଳି ବଧ କର। Viz kapitolaପବିତ୍ର ବାଇବଲ (Re-edited) - (BSI)21 ସେତେବେଳେ ମୋଶା ଇସ୍ରାଏଲର ସମସ୍ତ ପ୍ରାଚୀନ ଲୋକଙ୍କୁ ଡକାଇ କହିଲେ, ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଆପଣା ଆପଣା ପରିଜନାନୁସାରେ ଏକ ଏକ ମେଷଶାବକ ବାହାର କରି ନେଇ ନିସ୍ତାର ପର୍ବୀୟ ବଳି ବଧ କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ସେତେବେଳେ ମୋଶା ଇସ୍ରାଏଲର ସମସ୍ତ ପ୍ରାଚୀନ ଲୋକଙ୍କୁ ଡକାଇ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଆପଣା ଆପଣା ପରିଜନାନୁସାରେ ଏକ ଏକ ମେଷଶାବକ ବାହାର କରି ନେଇ ନିସ୍ତାରପର୍ବୀୟ ବଳି ବଧ କର। Viz kapitolaପବିତ୍ର ବାଇବଲ21 ତେଣୁ ମୋଶା ଇସ୍ରାଏଲର ପ୍ରାଚୀନବର୍ଗଙ୍କୁ ଏକତ୍ର କଲେ। ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ ତୁମ୍ଭର ପରିବାର ପାଇଁ ଏକ ମେଷଶାବକ ଆଣ ଓ ନିସ୍ତାରପର୍ବର ମେଷଶାବକକୁ ବଧ କର। Viz kapitola |