ଯାତ୍ରା ପୁସ୍ତକ 12:23 - ଓଡିଆ ବାଇବେଲ23 ଯେହେତୁ ସଦାପ୍ରଭୁ ମିସ୍ରୀୟମାନଙ୍କୁ ଆଘାତ କରିବାକୁ ସେମାନଙ୍କ ମଧ୍ୟ ଦେଇ ଯିବେ; ତହିଁରେ ଦ୍ୱାରର କପାଳୀ ଓ ଦୁଇ ବାଜୁବନ୍ଧ ଉପରେ ସେହି ରକ୍ତ ଦେଖିଲେ, ସଦାପ୍ରଭୁ ସେହି ଦ୍ୱାର ଛାଡ଼ି ଆଗକୁ ଯିବେ, ତୁମ୍ଭମାନଙ୍କ ଗୃହରେ ସଂହାରକକୁ ପ୍ରବେଶ କରି ଆଘାତ କରିବାକୁ ଦେବେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ଯେହେତୁ ସଦାପ୍ରଭୁ ମିସ୍ରୀୟମାନଙ୍କୁ ଆଘାତ କରିବାକୁ ସେମାନଙ୍କ ମଧ୍ୟ ଦେଇ ଯିବେ; ତହିଁରେ ଦ୍ଵାରର କପାଳୀ ଓ ଦୁଇ ବାଜୁବନ୍ଧ ଉପରେ ସେହି ରକ୍ତ ଦେଖିଲେ, ସଦାପ୍ରଭୁ ସେହି ଦ୍ଵାର ଛାଡ଼ି ଆଗକୁ ଯିବେ, ତୁମ୍ଭମାନଙ୍କ ଗୃହରେ ସଂହାରକକୁ ପ୍ରବେଶ କରି ଆଘାତ କରିବାକୁ ଦେବେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଯେହେତୁ ସଦାପ୍ରଭୁ ମିସରୀୟମାନଙ୍କୁ ଆଘାତ କରିବାକୁ ସେମାନଙ୍କ ମଧ୍ୟଦେଇ ଯିବେ; ତହିଁରେ ଦ୍ୱାରର କପାଳୀ ଓ ଦୁଇ ବାଜୁବନ୍ଧ ଉପରେ ସେହି ରକ୍ତ ଦେଖିଲେ, ସଦାପ୍ରଭୁ ସେହି ଦ୍ୱାର ଛାଡ଼ି ଆଗକୁ ଯିବେ, ତୁମ୍ଭମାନଙ୍କ ଗୃହରେ ସଂହାରକକୁ ପ୍ରବେଶ କରି ଆଘାତ କରିବାକୁ ଦେବେ ନାହିଁ। Viz kapitolaପବିତ୍ର ବାଇବଲ23 ସେହି ସମୟରେ ସଦାପ୍ରଭୁ ମିଶର ମଝିରେ ଯିବେ ଏବଂ ମିଶରୀୟମାନଙ୍କୁ ହତ୍ୟା କରିବେ। ସଦାପ୍ରଭୁ ଯେଉଁ ଦ୍ୱାରରେ ରକ୍ତ ଚିହ୍ନ ଦେଖିବେ ସେହି ଘରକୁ ଛାଡ଼ି ଦେବେ। ସେ ମୃତ୍ୟୁ ଦୂତକୁ ତୁମ୍ଭ ଘରେ ପଶି ତୁମ୍ଭକୁ ହତ୍ୟା କରିବାକୁ ଦେବେ ନାହିଁ। Viz kapitola |