ଯାତ୍ରା ପୁସ୍ତକ 12:3 - ଓଡିଆ ବାଇବେଲ3 ତୁମ୍ଭେମାନେ ଇସ୍ରାଏଲୀୟ ସମଗ୍ର ମଣ୍ଡଳୀକୁ ଏହି କଥା କୁହ, ଏହି ମାସର ଦଶମ ଦିନରେ ତୁମ୍ଭମାନଙ୍କର ପ୍ରତ୍ୟେକ ମନୁଷ୍ୟ ପିତୃଗୃହାନୁସାରେ ପ୍ରତ୍ୟେକ ପରିବାର ନିମନ୍ତେ ଏକ ଏକ ମେଷଶାବକ ନେବ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ତୁମ୍ଭେମାନେ ଇସ୍ରାଏଲୀୟ ସମଗ୍ର ମଣ୍ତଳୀକି ଏହି କଥା କୁହ, ଏହି ମାସର ଦଶମ ଦିନରେ ତୁମ୍ଭମାନଙ୍କର ପ୍ରତ୍ୟେକ ମନୁଷ୍ୟ ପିତୃଗୃହାନୁସାରେ ପ୍ରତ୍ୟେକ ପରିବାର ନିମନ୍ତେ ଏକ ଏକ ମେଷଶାବକ ନେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତୁମ୍ଭେମାନେ ଇସ୍ରାଏଲୀୟ ସମଗ୍ର ମଣ୍ଡଳୀକୁ ଏହି କଥା କୁହ, ଏହି ମାସର ଦଶମ ଦିନରେ ତୁମ୍ଭମାନଙ୍କର ପ୍ରତ୍ୟେକ ମନୁଷ୍ୟ ପିତୃଗୃହାନୁସାରେ ପ୍ରତ୍ୟେକ ପରିବାର ନିମନ୍ତେ ଏକ ଏକ ମେଷଶାବକ ନେବ। Viz kapitolaପବିତ୍ର ବାଇବଲ3 ଏହି ଆଜ୍ଞା ସମଗ୍ର ଇସ୍ରାଏଲୀୟମାନଙ୍କ ପାଇଁ ଥିଲା। ଏହି ମାସର ଦଶମ ଦିନରେ ପ୍ରତ୍ୟେକ ଲୋକ ଗୋଟିଏ ମେଷ ଶାବକ ଆପଣା ପରିବାରମାନଙ୍କ ପାଇଁ ନେବ। Viz kapitola |