ଯାତ୍ରା ପୁସ୍ତକ 12:42 - ଓଡିଆ ବାଇବେଲ42 ମିସର ଦେଶରୁ ସେମାନେ ବାହାର ହେବା ସକାଶୁ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅତ୍ୟନ୍ତ ପାଳନୀୟ ରାତ୍ରି; ତାହା ସଦାପ୍ରଭୁଙ୍କ ରାତ୍ରି ବୋଲି ଇସ୍ରାଏଲ ସନ୍ତାନମାନଙ୍କର ପୁରୁଷାନୁକ୍ରମେ ବିଶେଷ ପାଳନୀୟ ଅଟଇ। Viz kapitolaପବିତ୍ର ବାଇବଲ (Re-edited) - (BSI)42 ମିସର ଦେଶରୁ ସେମାନେ ବାହାର ହେବା ହେତୁରୁ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅତ୍ୟ; ପାଳନୀୟ ରାତ୍ରି; ତାହା ସଦାପ୍ରଭୁଙ୍କ ରାତ୍ରି ବୋଲି ଇସ୍ରାଏଲ-ସନ୍ତାନମାନଙ୍କର ପୁରୁଷାନୁକ୍ରମେ ବିଶେଷ ପାଳନୀୟ ଅଟଇ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT42 ମିସର ଦେଶରୁ ସେମାନେ ବାହାର ହେବା ସକାଶୁ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅତ୍ୟନ୍ତ ପାଳନୀୟ ରାତ୍ରି; ତାହା ସଦାପ୍ରଭୁଙ୍କ ରାତ୍ରି ବୋଲି ଇସ୍ରାଏଲ ସନ୍ତାନମାନଙ୍କର ପୁରୁଷାନୁକ୍ରମେ ବିଶେଷ ପାଳନୀୟ ଅଟଇ। Viz kapitolaପବିତ୍ର ବାଇବଲ42 ତାହା ଏକ ବିଶେଷ ରାତ୍ରି ଥିଲା। କାରଣ ସଦାପ୍ରଭୁ ସେମାନଙ୍କ ପାଇଁ ଯାହା କରିଥିଲେ, ତାହା ସେମାନେ ସ୍ମରଣ କଲେ। ଇସ୍ରାଏଲୀୟମାନେ ପୁରୁଷାନୁକ୍ରମେ ସେହି ବିଶେଷ ରାତ୍ରିକୁ ସ୍ମରଣ କରି ପାଳନ କରିବେ। Viz kapitola |