ଯାତ୍ରା ପୁସ୍ତକ 13:3 - ଓଡିଆ ବାଇବେଲ3 ଏଥିଉତ୍ତାରେ ମୋଶା ଲୋକମାନଙ୍କୁ କହିଲେ, “ଏହି ଦିନ ସ୍ମରଣରେ ରଖ, ଯେହେତୁ ଏହି ଦିନରେ ତୁମ୍ଭେମାନେ ଦାସଗୃହ ସ୍ୱରୂପ ମିସରରୁ ବାହାର ହେଲ, ଆଉ ସଦାପ୍ରଭୁ ବାହୁ ବଳ ଦ୍ୱାରା ସେଠାରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲେ; ଏଥିରେ ତାଡ଼ି ମିଶ୍ରିତ ରୁଟି ଭୋଜନ କରାଯିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ଅନନ୍ତର ମୋଶା ଲୋକମାନଙ୍କୁ କହିଲେ, ଏହି ଦିନ ସ୍ମରଣରେ ରଖ, ଯେହେତୁ ଏହି ଦିନରେ ତୁମ୍ଭେମାନେ ବାସଗୃହ ସ୍ଵରୂପ ମିସରରୁ ବାହାର ହେଲ, ଆଉ ସଦାପ୍ରଭୁ ବାହୁ ବଳ ଦ୍ଵାରା ସେଠାରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲେ; ଏଥିରେ ତାଡ଼ି ମିଶ୍ରିତ ରୋଟୀ ଭୋଜନ କରାଯିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏଥିଉତ୍ତାରେ ମୋଶା ଲୋକମାନଙ୍କୁ କହିଲେ, “ଏହି ଦିନ ସ୍ମରଣରେ ରଖ, ଯେହେତୁ ଏହି ଦିନରେ ତୁମ୍ଭେମାନେ ଦାସଗୃହ ସ୍ୱରୂପ ମିସରରୁ ବାହାର ହେଲ, ଆଉ ସଦାପ୍ରଭୁ ବାହୁ ବଳ ଦ୍ୱାରା ସେଠାରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲେ; ଏଥିରେ ତାଡ଼ି ମିଶ୍ରିତ ରୁଟି ଭୋଜନ କରାଯିବ ନାହିଁ। Viz kapitolaପବିତ୍ର ବାଇବଲ3 ମୋଶା ଲୋକମାନଙ୍କୁ କହିଲେ, “ଏହି ଦିବସକୁ ମନେରଖ, ତୁମ୍ଭେମାନେ ମିଶରରେ ଦାସ ଥିଲ, ସଦାପ୍ରଭୁଙ୍କର ମହାନ୍ ଶକ୍ତି ତୁମ୍ଭମାନଙ୍କୁ ଏହି ଦିନ ମୁକ୍ତ କରିଥିଲା। ତେଣୁ ତୁମ୍ଭେମାନେ ତାଡ଼ିଶୂନ୍ୟ ରୋଟୀ ଭକ୍ଷ୍ୟଣ କରିବ। Viz kapitola |