ଯାତ୍ରା ପୁସ୍ତକ 13:5 - ଓଡିଆ ବାଇବେଲ5 ଆଉ କିଣାନୀୟ, ହିତ୍ତୀୟ, ଇମୋରୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କର ଯେଉଁ ଦେଶ ତୁମ୍ଭଙ୍କୁ ଦେବାକୁ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଥିଲେ, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ଯେତେବେଳେ ସେ ତୁମ୍ଭଙ୍କୁ ଆଣିବେ, ସେହି ସମୟରେ ତୁମ୍ଭେ ଏହି ମାସରେ ଏହି ସେବାର କାର୍ଯ୍ୟ ସାଧନ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଆଉ କିଣାନୀୟ ଓ ହିତ୍ତୀୟ ଓ ଇମୋରୀୟ ଓ ହବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କର ଯେଉଁ ଦେଶ ତୁମ୍ଭଙ୍କୁ ଦେବାକୁ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କ କତିରେ ଶପଥ କରିଥିଲେ, ସେହି ଦୁଗ୍ଧମଧୁପ୍ରବାହୀ ଦେଶକୁ ଯେତେବେଳେ ସେ ତୁମ୍ଭଙ୍କୁ ଆଣିବେ, ସେସମୟରେ ତୁମ୍ଭେ ଏହି ମାସରେ ଏହି ସେବାର କାର୍ଯ୍ୟ ସାଧନ କରିବ,। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆଉ କିଣାନୀୟ, ହିତ୍ତୀୟ, ଇମୋରୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କର ଯେଉଁ ଦେଶ ତୁମ୍ଭଙ୍କୁ ଦେବାକୁ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଥିଲେ, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ଯେତେବେଳେ ସେ ତୁମ୍ଭଙ୍କୁ ଆଣିବେ, ସେହି ସମୟରେ ତୁମ୍ଭେ ଏହି ମାସରେ ଏହି ସେବାର କାର୍ଯ୍ୟ ସାଧନ କରିବ। Viz kapitolaପବିତ୍ର ବାଇବଲ5 ଆଉ ଯେତେବେଳେ କିଣାନୀୟ, ହିତ୍ତୀୟ, ଇମୋରୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କର ଯେଉଁ ଉନ୍ନତ ଦେଶ ତୁମ୍ଭକୁ ଦେବାକୁ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କ ପାଖରେ ପ୍ରତିଜ୍ଞା କରିଥିଲେ, ସେହି ଦେଶକୁ ସେ ତୁମ୍ଭମାନଙ୍କୁ ଦେବେ। Viz kapitola |