ଯାତ୍ରା ପୁସ୍ତକ 13:7 - ଓଡିଆ ବାଇବେଲ7 ପୁଣି, ସେହି ସପ୍ତାହ ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୁଟି ଭୋଜନ କରାଯିବ ଓ ତୁମ୍ଭ ନିକଟରେ ତାଡ଼ି ମିଶ୍ରିତ ରୁଟି ଦେଖାଯିବ ନାହିଁ, ଆଉ ତୁମ୍ଭର ସମୁଦାୟ ଦେଶ ମଧ୍ୟରେ ତାଡ଼ି ଦୃଷ୍ଟ ହେବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ପୁଣି ସେହି ସପ୍ତାହ ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୋଟୀ ଭୋଜନ କରାଯିବ ଓ ତୁମ୍ଭ ନିକଟରେ ତାଡ଼ି ମିଶ୍ରିତ ରୋଟୀ ଦେଖାଯିବ ନାହିଁ, ଆଉ ତୁମ୍ଭର ସମୁଦାୟ ଦେଶ ମଧ୍ୟରେ ତାଡ଼ି ଦୃଷ୍ଟ ହେବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି, ସେହି ସପ୍ତାହ ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୁଟି ଭୋଜନ କରାଯିବ ଓ ତୁମ୍ଭ ନିକଟରେ ତାଡ଼ି ମିଶ୍ରିତ ରୁଟି ଦେଖାଯିବ ନାହିଁ, ଆଉ ତୁମ୍ଭର ସମୁଦାୟ ଦେଶ ମଧ୍ୟରେ ତାଡ଼ି ଦୃଷ୍ଟ ହେବ ନାହିଁ। Viz kapitolaପବିତ୍ର ବାଇବଲ7 ତେଣୁ ସାତ ଦିନ ପାଇଁ ତୁମ୍ଭେମାନେ ତାଡ଼ିଶୂନ୍ୟ ରୋଟୀ ଖାଇବ। ଏବଂ ତୁମ୍ଭ ଦେଶରେ କୌଣସିଠାରେ ତାଡ଼ି ମିଶ୍ରିତ ରୋଟୀ ଯେପରି କେହି ନ ଖା’ନ୍ତି। Viz kapitola |