ଯାତ୍ରା ପୁସ୍ତକ 14:12 - ଓଡିଆ ବାଇବେଲ12 ଆମ୍ଭମାନଙ୍କୁ ରହିବାକୁ ଦିଅ, ଆମ୍ଭେମାନେ ମିସ୍ରୀୟମାନଙ୍କର ଦାସ୍ୟକର୍ମ କରିବା, କାରଣ ପ୍ରାନ୍ତରରେ ମରିବା ଅପେକ୍ଷା ମିସ୍ରୀୟମାନଙ୍କର ସେବା କରିବା ଆମ୍ଭମାନଙ୍କର ମଙ୍ଗଳ, ଆମ୍ଭେମାନେ କି ମିସରରେ ତୁମ୍ଭଙ୍କୁ ଏହି କଥା କହି ନ ଥିଲୁ ?” Viz kapitolaପବିତ୍ର ବାଇବଲ (Re-edited) - (BSI)12 ଆମ୍ଭମାନଙ୍କୁ ରହିବାକୁ ଦିଅ, ଆମ୍ଭେମାନେ ମିସ୍ରୀୟମାନଙ୍କର ଦାସ୍ୟକର୍ମ କରିବା, କାରଣ ପ୍ରାନ୍ତରରେ ମରିବା ଅପେକ୍ଷା ମିସ୍ରୀୟମାନଙ୍କର ସେବା କରିବା ଆମ୍ଭମାନଙ୍କର ମଙ୍ଗଳ, ଆମ୍ଭେମାନେ କି ମିସରରେ ତୁମ୍ଭଙ୍କୁ ଏହି କଥା କହି ନ ଥିଲୁ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଆମ୍ଭମାନଙ୍କୁ ରହିବାକୁ ଦିଅ, ‘ଆମ୍ଭେମାନେ ମିସରୀୟମାନଙ୍କର ଦାସ୍ୟକର୍ମ କରିବା, କାରଣ ପ୍ରାନ୍ତରରେ ମରିବା ଅପେକ୍ଷା ମିସରୀୟମାନଙ୍କର ସେବା କରିବା ଆମ୍ଭମାନଙ୍କର ମଙ୍ଗଳ, ଆମ୍ଭେମାନେ କି ମିସରରେ ତୁମ୍ଭଙ୍କୁ ଏହି କଥା କହି ନ ଥିଲୁ?’” Viz kapitolaପବିତ୍ର ବାଇବଲ12 ଆମ୍ଭେମାନେ କ’ଣ ମିଶରରେ କହି ନ ଥିଲୁ ଏହିପରି ଘଟିବ ବୋଲି? ମିଶରରେ ଆମ୍ଭେମାନେ ତୁମ୍ଭକୁ କହିଲୁ, ‘ଆମ୍ଭକୁ ବିବ୍ରତ କର ନାହିଁ। ଆମ୍ଭକୁ ଏହିଠାରେ ରହି ମିଶରୀୟମାନଙ୍କର ଦାସ ହେବାକୁ ଦିଅ।’ ମରୁଭୂମିରେ ମୃତ୍ୟୁବରଣ କରିବା ଅପେକ୍ଷା ମିଶରବାସୀଙ୍କର ଦାସକର୍ମ କରିବା ଭଲ ହେବ।” Viz kapitola |