ଯାତ୍ରା ପୁସ୍ତକ 14:18 - ଓଡିଆ ବାଇବେଲ18 ଆଉ ଫାରୋ, ତାହାର ରଥ ଓ ତାହାର ଅଶ୍ୱାରୂଢ଼ ଲୋକମାନଙ୍କ ଦ୍ୱାରା ସମ୍ଭ୍ରମ ପ୍ରାପ୍ତ ହେଲା ଉତ୍ତାରେ ଆମ୍ଭେ ଯେ ସଦାପ୍ରଭୁ, ଏହା ମିସ୍ରୀୟ ଲୋକମାନେ ଜାଣିବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)18 ଆଉ ଫାରୋ ଓ ତାହାର ରଥ ଓ ତାହାର ଅଶ୍ଵାରୂଢ଼ ଲୋକମାନଙ୍କ ଦ୍ଵାରା ସମ୍ଭ୍ରମ ପ୍ରାପ୍ତ ହେଲା ଉତ୍ତାରେ ଆମ୍ଭେ ଯେ ସଦାପ୍ରଭୁ, ଏହା ମିସ୍ରୀୟ ଲୋକମାନେ ଜାଣିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଆଉ ଫାରୋ, ତାହାର ରଥ ଓ ତାହାର ଅଶ୍ୱାରୂଢ଼ ଲୋକମାନଙ୍କ ଦ୍ୱାରା ସମ୍ଭ୍ରମ ପ୍ରାପ୍ତ ହେଲା ଉତ୍ତାରେ ଆମ୍ଭେ ଯେ ସଦାପ୍ରଭୁ, ଏହା ମିସରୀୟ ଲୋକମାନେ ଜାଣିବେ।” Viz kapitolaପବିତ୍ର ବାଇବଲ18 ଏହା ପରେ ମିଶରବାସୀ ଜାଣିବେ ଯେ, ମୁଁ ହେଉଛି ସଦାପ୍ରଭୁ ପରମେଶ୍ୱର। ସେମାନେ ମୋତେ ସମ୍ମାନ କରିବେ ଯେତେବେଳେ ମୁଁ ଫାରୋ ଏବଂ ତା'ର ରଥାରୋହୀମାନଙ୍କୁ ଏବଂ ଅଶ୍ୱାରୋହୀ ସୈନ୍ୟମାନଙ୍କୁ ପରାସ୍ତ କରିବି।” Viz kapitola |